୩୧ଯାଏ ସର୍ବସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ବାରିପଦା ଅଫିସ, ୨୫ା୭-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୩୧ତାରିଖ ଯାଏ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ କରିପାରିବେ ନାହିଁ। ଏନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମଣ ରୋକିବା ଦିଗରେ ଏଭଳି ପଦକ୍ଷେପ ନିଆଯାଇଛି। ଯଦି କାହାର ଜରୁରୀ କାମ ଥିବ ତାହାହେଲେ ଉକ୍ତ ବ୍ୟକ୍ତିଜଣଙ୍କ ସମ୍ପୃକ୍ତ କାର୍ଯ୍ୟାଳୟ ଆଗରେ ଥିବା ଅଭିଯୋଗପତ୍ରରେ ସେମାନଙ୍କ ଅଭିଯୋଗ ପକାଇବା ସହିତ କାର୍ଯ୍ୟାଳୟ ଆଗରେ ଲଗାଯାଇଥିବା ସରକାରୀ କର୍ମଚାରୀଙ୍କ ମୋବାଇଲ୍‌ ନମ୍ବରରେ ଯୋଗାଯୋଗ କରିପାରିବେ। ସେହିଭଳି ଅଭିଯୋଗ ପତ୍ରରେ ସେମାନଙ୍କ ମୋବାଇଲ୍‌ ନମ୍ବର ଦେବା ପାଇଁ କୁହାଯାଇଛି। କେବଳ ସରକାରୀ କର୍ମଚାରୀ ଓ ଜିଲା ପ୍ରଶାସନ ପକ୍ଷରୁ ଅନୁମୋଦନ କରାଯାଇଥିବା ବ୍ୟକ୍ତିମାନେ ସରକାରୀ କାର୍ଯ୍ୟାଳୟକୁ ପ୍ରବଶେ କରିପାରିବେ। ଜିଲାର ସମସ୍ତ ଥାନା ଏହି କଟକଣାରୁ ବାଦ୍‌ ପଡ଼ିଛି ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri