କାରଗିଲ୍‌ ଯୁଦ୍ଧରେ ଲଢ଼ିଥିବା ଯବାନ ଶରତଚନ୍ଦ୍ରଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ରିଷିଡା,୮।୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଗ୍ରାମର ଶରତଚନ୍ଦ୍ର ଦଣ୍ଡସେନାଙ୍କ ମଙ୍ଗଳବାର ନିଜ ବାସଭବନରେ ପରଲୋକ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଶଯ୍ୟାଶାୟୀ ଥିଲେ। ସେ ୧୯୬୭ ମସିହା ଜାନୁଆରୀ ୫ରେ ଜନ୍ମଗ୍ରହଣ କରିଥିଲେ।

୧୯୮୩ରେ ସେ ଭାରତୀୟ ସେନାରେ ଭର୍ତ୍ତୀ ହୋଇଥିଲେ। ୧୯୯୯ କାରଗିଲ ଯୁଦ୍ଧ ସମୟରେ ସେ ଯୁଦ୍ଧ ଟ୍ୟାଙ୍କ ଚାଳକ ଥିଲେ। ୨୦୦୩ରେ ସେ ଅବସର ଗ୍ରହଣ କରିଥିଲେ । ତେବେ ଶରତଚନ୍ଦ୍ରଙ୍କ ମୃତ୍ୟୁଶର୍ଯ୍ୟା ନିକଟରେ ପରିବାର ସଦସ୍ୟଙ୍କ ସମେତ ବନ୍ଧୁ ପରିଜନ ଉପସ୍ଥିତ ଥିଲେ। ବଡ଼ ପୁଅ ମନୁ ଦଣ୍ଡ ସେନା ଓ ସାନ ପୁଅ ବବଲୁ ଦଣ୍ଡସେନା ମୁଖାଗ୍ନି ଦେଇଥିଲେ। ତାଙ୍କର ମୃତ୍ୟୁଖବର ଶୁଣି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ପରିବାର ବର୍ଗଙ୍କୁ ସାନ୍ତନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri