Posted inଫୁରସତ

ଅଜବ ଘର: ଦେଖିବାକୁ ବଙ୍କାତେଢ଼ା ମାତ୍ର ଆକର୍ଷଣୀୟ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା…

ଦୁନିଆରେ ଅନେକ ଅଟ୍ଟାଳିକା ଅଛି, ଯାହା ଅନେକ କାରଣ ପାଇଁ ଲୋକଙ୍କୁ ଆକର୍ଷିତ କରିଥାଏ। କିଛି ଘର ଡିଜାଇନକୁ ନେଇ ବେଶ୍‌ ଆକର୍ଷଣୀୟ ହୋଇଥାଏ। ଆଜି ସେମିତି କିଛି ଅଦ୍ଭୁତ ଅଟ୍ଟାଳିକା ବିଷୟରେ କହିବୁ। ଯାହା ଦେଖିବାକୁ ବଙ୍କାତେଢ଼ା କିନ୍ତୁ ବାସ୍ତବ ରୂପରେ ପର୍ଯ୍ୟଟକଙ୍କୁ ବହୁତ ଆକର୍ଷିତ କରେ। ପ୍ରତିବର୍ଷ ଏହି ଘର ଦେଖିବାକୁ ଲକ୍ଷାଧିକ ଲୋକ ଆସିଥାନ୍ତି।

News18hindi

ଆମେରିକାର ଓହିଓର ଲଙ୍ଗାବର୍ଗର ବାସ୍କେଟ୍‌ ବିଲ୍ଡିଂ ସ୍ଥାପତ୍ୟର ଏକ ଚମତ୍କାର ଉଦାହରଣ। ଏହା ଏକ ବାସ୍କେଟ୍‌ ପରି ଦେଖାଯାଉଛି। ୧୯୯୭ରେ ନିର୍ମିତ ଏହି ବାସ୍କେଟ୍‌ ବିଲ୍ଡିଂ ୭ ମହଲା ବିଶିଷ୍ଟ ଏବଂ ଏକ ଗ୍ଲାସ ଛାତ ଅଛି। ଏହି କୋଠାଟି ଅନେକ ଥର ବିକ୍ରି ହୋଇ କ୍ରୟ କରାଯାଇଛି। ବର୍ତ୍ତମାନ ଏହାକୁ ଏକ ହୋଟେଲରେ ପରିଣତ କରାଯାଇଛି।

News18hindi

ସେହିପରି ଅଜରବୈଜାନର ଜାତୀୟ କାର୍ପେଟ ସଂଗ୍ରହାଳୟ ଦେଖିବାକୁ ବହୁତ ସୁନ୍ଦର। ଏଥିରେ ଅଜରବୈଜାନର କାର୍ପେଟ ରହିଛି। ଏହି କୋଠାଟି କାର୍ପେଟର ଖଣ୍ଡ ପରି ଦେଖାଯାଉଛି। ଏହାକୁ ନିର୍ମାଣ କରିବାକୁ ୬ ବର୍ଷ ଲାଗିଥିଲା। ଏହି ସଂଗ୍ରହାଳୟରେ ୧୦,୦୦୦ ବସ୍ତୁ ରଖାଯାଇଛି, ଯେଉଁଥିରେ ୧୭ ଶତାବ୍ଦୀର କାର୍ପେଟ ଏବଂ ଚତୁର୍ଦ୍ଦଶ ଶତାବ୍ଦୀର ଚାମଚ, ବାସନ ଆଦି ରହିଛି। ୯୬୭ରେ ପ୍ରତିଷ୍ଠିତ ଏହି ସଂଗ୍ରହାଳୟ ବାକୁର ସମୁଦ୍ରକୂଳ ପାର୍କ ନିକଟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?