Posted inଜାତୀୟ

ଟିକା ନେଇ ନ ଥିଲେ ପରେଡ୍‌ ମନା

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଯୋଗଦେବାକୁ ହେଲେ ଉଭୟ ଡୋଜ୍‌ କୋଭିଡ୍‌ ଟିକା ନେବା ବାଧ୍ୟତାମୂଳକ। ଟିକା ନେଇ ନ ଥିବା ବ୍ୟକ୍ତି ଏବଂ ୧୫ ବର୍ଷରୁ କମ୍‌ ପିଲାଙ୍କୁ ପରେଡ୍‌ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଅନୁମତି ମିଳିବ ନାହିଁ ବୋଲି ଦିଲ୍ଲୀ ପୋଲିସ ପକ୍ଷରୁ ଜାରି ଗାଇଡ୍‌ଲାଇନରେ କୁହାଯାଇଛି। ରାଜପଥରେ ହେବାକୁ ଥିବା ପରେଡ୍‌ କାର୍ଯ୍ୟକ୍ରମରେ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ବଜାୟ ରଖିବା ଆଦି କୋଭିଡ୍‌ ପ୍ରୋଟୋକଲ୍‌ ପାଳନ କରିବାକୁ ହେବ। ଆମନ୍ତ୍ରିତ ବ୍ୟକ୍ତି ସାଙ୍ଗରେ ଟିକା ସାର୍ଟିଫିକେଟ ଆଣିବାକୁ ପୋଲିସ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟାରେ ୯ ମୃତ୍ୟୁ, ୨୭ ଜିଲାର ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଗୁଆହାଟି,୧୯ ।୫: ଆସାମରେ ଆସିଥିବା ବନ୍ୟା ବେଳକୁ ବେଳ ଅଧିକ ସମସ୍ୟା ସୃଷ୍ଟି କରୁଛି । ଏବେ ଏହି ବନ୍ୟାରେ ପ୍ରାୟ ୨୭ ଜିଲାର ୬...

ଫେମିନା ମିସ୍‌ ଇଣ୍ଡିଆ ଜିତିଲେ ମାନସା ବାରାଣସୀ

ମୁମ୍ବାଇ,୧୧।୨: ୨୦୨୦ ବର୍ଷ ପାଇଁ ଭିଏଲ୍‌ସିସି ଫେମିନା ମିସ୍‌ ଇଣ୍ଡିଆ ଜିତିଛନ୍ତି ମାନସା ବାରାଣସୀ। ଫେମିନା ମିସ୍‌ ଇଣ୍ଡିଆ ଇନ୍‌ଷ୍ଟାଗ୍ରାମରେ ଏହା ଘୋଷଣା କରାଯାଇଛି। ଫେବୃୟାରୀ...

ଲଦାଖରେ ରାସ୍ତା ନିର୍ମାଣରେ ଭାରତର ରେକର୍ଡ

ନୂଆଦିଲ୍ଲୀ,୪।୮: ଲଦାଖର ପୂର୍ବାଞ୍ଚଳରେ ୧୯,୩୦୦ ଫୁଟ୍‌ ଉପରେ ରାସ୍ତା ନିର୍ମାଣ କରିଛି ସୀମା ସଡକ ସଂଗଠନ (ବିଆରଓ)। ଏହାକୁ ବିଶ୍ୱର ଉଚ୍ଚତମ ରାସ୍ତା ବୋଲି ସରକାରଙ୍କ...

କୁଳାଧିପତି ପଦରୁ ହଟିବେ କେରଳ ରାଜ୍ୟପାଳ

ଥିରୁଭାନନ୍ତପୁରମ୍‌,୧।୧୨: କେରଳ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ଙ୍କୁ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପଦରୁ ହଟାଇବା ପାଇଁ ଅଣାଯାଇଥିବା ଚିଠା ବିଲ୍‌କୁ ବୁଧବାର କ୍ୟାବିନେଟ ଅନୁମୋଦନ କରିଛି। ଚିଠା...

ଶାହାଙ୍କ ଉପରେ ବର୍ଷିଲେ ମମତା: ଦେଶରେ ନିଆଁ ଲଗାଅନି

କୋଲକାତା,୧୯।୧୨: ପଶ୍ଚିବବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ଆଇନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିଛନ୍ତି। ଶାହା ସିଏଏକୁ ନେଇ ଦେଶରେ ସୃଷ୍ଟି ହୋଇଥିବା...

୨୦୨ ପ୍ରବାସୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲା ଆଇଏନ୍‌ଏସ୍‌ ମଗର

ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ଡରାଇ ଚାଲିଛି କରୋନା: ୨୪ ଘଣ୍ଟାରେ ୨୪ହଜାର ଅତିକ୍ରମ କରି ପୁଣି କଲା ରେକର୍ଡ

ନୂଆଦିଲ୍ଲୀ,୫।୭: ସମସ୍ତଙ୍କ ଚିନ୍ତା ବଢାଇ ଚାଲଛି କରୋନା ସଂକ୍ରମଣ। ଦେଶରେ ସଂକ୍ରମଣର ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ...

Advertisement
Archives

Model This Week