ପୋଷାକ ପାଇଁ ଉର୍ଫିଙ୍କର ଆଲର୍ଜି, ପୂରା ପୋଷାକ ପିନ୍ଧିଲେ ହୁଏ ଏମିତି ଅବସ୍ଥା!

ମୁମ୍ବାଇ: ସୋସିଆଲ ମିଡିଆରେ ଖୁବ ଚର୍ଚ୍ଚିତ ଚେହେରା ଉର୍ଫି ଜାଭେଦ । ଯଦିଓ ସେ ବଲିଉଡ ଆସିଥିଲେ ଆକ୍ଟିଂ କରିବାକୁ ହେଲେ ଏବେ ସେ ତାଙ୍କ ଭିନ୍ନ ଡ୍ରେସିଂ ସେନ୍ସକୁ ନେଇ ଖୁବ୍ ଚର୍ଚ୍ଚାରେ । ସେ ତାଙ୍କର ସିଭଲିଙ୍ଗ ଡ୍ରେସେସରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି । ଏଥିପାଇଁ ଅନେକ ଥର ସେ ଟ୍ରୋଲର ବି ଶିକାର ହୋଇଛନ୍ତି । ହେଲେ ଏବେ ଶୁଣିବାକୁ ମିଳୁଛି କି ଉର୍ଫି ମଜବୁରି ଯୋଗୁ ଏମିତି ଡ୍ରେସକୁ ଆପଣେଇ ନେଇଛନ୍ତି ।
ନିଜେ ଉର୍ଫି ଏକଥା କହିଛନ୍ତି । ସେ ତାଙ୍କ ଇନଷ୍ଟା ଷ୍ଟୋରୀରେ ଏକ ଭିଡିଓ ଶେୟାର କରିଛନ୍ତି । ଏଥିରେ ସେ ତାଙ୍କ ବଡିରେ ହୋଇଥିବା ରାଶେସକୁ ଦେଖାଇଛନ୍ତି । ଯାହାକୁ ନେଇ ସେ ଖୁବ୍ ଚିନ୍ତିତ ବୋଲି କହିଛନ୍ତି । ସେ କହିଛନ୍ତି ଯଦି କେବେ ସେ ପୁରା ଡ୍ରେସ ପିନ୍ଧନ୍ତି ତେବେ ତାଙ୍କ ବଡିର ଅବସ୍ଥା ଏମିତି ହୋଇଥାଏ । କପଡା ଯୋଗୁ ତାଙ୍କର ଆଲର୍ଜି ଥିବାରୁ ସେ ଏମିତି ପୋଷାକ ପିନ୍ଧୁଛନ୍ତି । ସେ କହିଛନ୍ତି ମୋ କଣ୍ଡିସନ ସିରିୟସ ।
ଉର୍ଫି ଟେଲିଭିଜନ ଧାରାବାହିକରେ କାମ କରିଥିବା ବେଳେ ବିଗ ବସ ଓଟିଟିରେ କିନ୍ତୁ ବେଶୀ ଦିନ ତିଷ୍ଠି ପାରି ନ ଥିଲେ । ହେଲେ ଖୁବ୍ କମ ସମୟ ମଧ୍ୟରେ ତାଙ୍କର ଡ୍ରେସିଂ ସେନ୍ସ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା । ଏବେ ସେଲିବ୍ରିଟିମାନେ ତାଙ୍କର ପ୍ରଶଂସା ବି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri