ଉର୍ଫିଙ୍କୁ ବଳାତ୍କାର ସହ ହତ୍ୟା ଧମକ

ମୁମ୍ବାଇ: ବିଗ ବସ ଓଟିଟି ଫେମ ଉର୍ଫି ଜାଭେଦ ପ୍ରାୟ ସବୁବେଳେ ରହିଥାଆନ୍ତି ଚର୍ଚ୍ଚାରେ । ତାଙ୍କର ଅତରଙ୍ଗି ଡ୍ରେସିଂ ସେନ୍ସକୁ ନେଇ ଜାଭେଦଙ୍କ ନାଁ ଏବେ ଚର୍ଚ୍ଚାରେ ରହିଆସୁଛି । ଏବେ ଉର୍ଫିଙ୍କୁ ନେଇ ଆସିଛି ଏକ ବଡ ଖବର । ରିପୋର୍ଟ ଅନୁଯାୟୀ, ଉର୍ଫିଙ୍କୁ ଏବେ ବଳାତ୍କାର ଓ ହତ୍ୟା ଧମକ ଦିଆଯାଇଛି । ଏହାପରେ ଅଭିଯୁକ୍ତଙ୍କ ବିରୋଧରେ ପୋଲିସରେ ଅଭିଯୋଗ ଦାଖଲ କରାଯାଇଛି ।
ସୂଚନାଯୋଗ୍ୟ, ଜଣେ ବ୍ୟକ୍ତି ହ୍ୱାଟସଆପ କଲ କରି ଉର୍ଫିଙ୍କୁ ବଳାତ୍କାର ସହ ହତ୍ୟା ଧମକ ଦେଇଛନ୍ତି । କେବଳ ସେତିକି ନୁହେଁ ସେ ଉର୍ଫିଙ୍କୁ ବହୁତ ଗାଳି ବି କରିଛନ୍ତି । ଅଭିଯୁକ୍ତ ଜଣଙ୍କ ଉର୍ଫିଙ୍କୁ ଭିନ୍ନ ଭିନ୍ନ ମୋବାଇଲ ନମ୍ବରରୁ ଧମକ ଦେଇଥିବା ଜଣାପଡିଛି । ଏହାର କଲ ରେକର୍ଡିଂ ରହିଛି । ତେବେ ଉର୍ଫିଙ୍କୁ ଯିଏ ଧମକ ଦେଇଛନ୍ତି ସେ ହେଉଛନ୍ତି ନବୀନ ଗିରି । ତାଙ୍କ ନାଁରେ ମୁମ୍ବାଇର ଗୋରୋଗାଁଓ ପୋଲିସ ଷ୍ଟେଶନରେ ଅଭିଯୋଗ କରାଯାଇଛି । ଅବଶ୍ୟ ଉର୍ଫିଙ୍କ ପାଇଁ ଏଭଳି ଧମକ କିଛି ନୂଆ କଥା ନୁହେଁ । ପୂର୍ବରୁ ବି ଉର୍ଫିଙ୍କୁ ଏଭଳି ଧମକ ମିଳିସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri