Posted inଜାତୀୟ

ବିଧାନସଭାକୁ ମୋବାଇଲ ନେଇପାରିବେନି ବିଧାୟକ, ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ, ,୨୫ା୧୧: ଓଡ଼ିଶାରେ ଶୁକ୍ରବାର ଶୀତକାଳୀନ ଅଧିବେଶନ ଶେଷ ହୋଇଥିବା ବେଳେ ଉତ୍ତରପ୍ରଦେଶରେ ଆସନ୍ତା ୨୮ ତାରିଖରେ ଆରମ୍ଭ ହେବ। ଦୀର୍ଘ ୬୬ ବର୍ଷ ପରେ ଉତ୍ତରପ୍ରଦେଶରେ ନୂଆ ନିୟମ ସହିତ ବିଧାନସଭା ଆରମ୍ଭ ହେବ। ଗତ ଅଧିବେଶନରେ କିଛି ନିୟମରେ ପରିବର୍ତ୍ତନକୁ ଅନୁମତି ମିଳିବା ପରେ ଆସନ୍ତା ଅଧିବେଶନରେ ଏହା ଲାଗୁ ହେବ।

ଏହି ନୂଆ ନିୟମ ଅନୁଯାୟୀ ଏଣିକି ନେତାମାନେ ବିଧାନସଭାକୁ ମୋବାଇଲ ନେଇ ଯାଇପାରିବେ ନାହିଁ।  ଅଧିବେଶନ ସମୟରେ ନେତାମାନେ କୌଣସି ପତାକା ଉଡାଇ ପାରିବେ ନାହିଁ। ଏହା ସହିତ ଯୋଗୀ ସରକାରରେ ମହିଳା ସଦସ୍ୟଙ୍କୁ ପ୍ରାଥମିକତା ଭିତ୍ତିରେ ବିଧାନସଭାରେ କହିବା ପାଇଁ ଅଧିକ ସମୟ ମିଳିବ।

ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଥିବା ଶୀତ ଅଧିବେଶନର ପ୍ରଥମ ଦିନରେ ଗୃହର ବର୍ତ୍ତମାନର ତଥା ପୂର୍ବତନ ସଦସ୍ୟଙ୍କ ଦେହାନ୍ତରେ ସମବେଦନା ଜଣାଯିବ। ନଭେମ୍ବର ୨୯ ରେ, ପ୍ରଥମାର୍ଦ୍ଧରେ, ଗୃହରେ ଆନୁଷ୍ଠାନିକ କାର୍ଯ୍ୟ କରାଯିବ, ଯେଉଁଥିରେ ନିୟମ, ବିଜ୍ଞପ୍ତି, ନିୟମ ଇତ୍ୟାଦି ଗୃହରେ ଉପସ୍ଥାପନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?