Posted inଜାତୀୟ

ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି: ୟୁପିରେ ୯୮ ଜିଲା ଅଧ୍ୟକ୍ଷ ପରିବର୍ତ୍ତନ କଲା ଭାଜପା

ଲକ୍ଷ୍ନୌ,୧୫।୯: ୟୁପି ଭାଜପା ସଂଗଠନରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ୟୁପିରେ ୭୫ ପ୍ରତିଶତରୁ ଅଧିକ ଜିଲାର ଜିଲାମୁଖ୍ୟଙ୍କୁ ପରିବର୍ତ୍ତନ କରାଯାଇଛି। ଆଗାମୀ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ପରିବର୍ତ୍ତନ କରାଯାଇଛି ବୋଲି କୁହାଯାଉଛି।
ଦୀର୍ଘ ଦିନ ଧରି ଭାଜପାରେ ସାଂଗଠନିକ ପୁନର୍ଗଠନ ପାଇଁ ଆଲୋଚନା ଚାଲିଥିଲା। ଶୁକ୍ରବାର ଏହି ପରିବର୍ତ୍ତନ କରାଯାଇଛି। ଭାଜପାର ୯୮ଟି ସାଂଗଠନିକ ଜିଲାରେ ନୂତନ ଜିଲା ସଭାପତି ନିଯୁକ୍ତ କରାଯାଇଛି। ଏହି ବିଷୟରେ ଆଲୋଚନା ପ୍ରାୟ ଦୁଇମାସ ଧରି ଚାଲିଥିଲା। ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସାମାଜିକ ତଥା ଆଞ୍ଚଳିକ ସନ୍ତୁଳନ ବଜାୟ ରଖିବାବେଳେ ଏହି ନିଯୁକ୍ତି ଦିଆଯାଇଛି। କେବଳ ୨୪ ଜିଲା ସଭାପତି ସେମାନଙ୍କ ଚେୟାର ବଞ୍ଚାଇରେ ସଫଳ ହୋଇଛନ୍ତି। ତେବେ ଏହି ତାଲିକାରେ ମହିଳାମାନେ କମ ସ୍ଥାନ ପାଇଛନ୍ତି। କେବଳ ପାଞ୍ଚଜଣ ମହିଳାଙ୍କୁ ଜିଲା ସଭାପତି ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri