Posted inଜାତୀୟ

ଘୋଷଣା ହେଲା ଉତ୍ତର ପ୍ରଦେଶ ଦଶମ-ଦ୍ୱାଦଶ ପରୀକ୍ଷା ଫଳାଫଳ

ଲକ୍ଷ୍ନୌ,୩୧ ।୭: ଉତ୍ତର ପ୍ରଦେଶ ମାଧ୍ୟମିକ ଶିକ୍ଷା ପରିଷଦ ଶନିବାର ଦଶମ ଓ ଦ୍ୱାଦଶ ପରୀକ୍ଷାର ଫଳାଫଳ ଘୋଷଣା କରିଛି । ଚଳିତ ବର୍ଷ ଦଶମରେ ୯୯.୫୫ ପ୍ରତିଶତ ଓ ଦ୍ୱାଦଶରେ ୯୭.୮୮ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତିର୍ଣ୍ଣ ହୋଇଛନ୍ତି । ବିଦ୍ୟାର୍ଥୀମାନେ ସେମାନଙ୍କ ଫଳାଫଳ ୟୁପି ବୋର୍ଡର ଅଫିସିୟାଲ ୱେସାଇଟ ଙ୍କକ୍ଟ୍ରକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭ ରେ ଦେଖିପାରିବେ । ଏହାସହ ଏସ୍ ଏମ୍ ଏସ୍ ଜରିଆରେ ବି ପିଲାମାନେ ସେମାନଙ୍କ ଫଳାଫଳ ଦେଖି ପାରିବେ । କରୋନା ମହାମାରୀ ମଧ୍ୟରେ ପିଲାମାନେ ସେମାନଙ୍କ ଫଳାଫଳକୁ ନେଇ ଖୁସି ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri