Posted inଜାତୀୟ

ବିଧାନସଭା ନିର୍ବାଚନ ପୂର୍ବରୁ ୟୁପି ଭାଜପାକୁ ବଡ ଝଟକା

ଲକ୍ଷ୍ନୌ,୧୧ ।୧: ଉତ୍ତର ପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ଇସ୍ତଫା ଦେଇଛନ୍ତି । ସେ ସମାଜବାଦୀ ପାର୍ଟିରେ ସାମିଲ ହୋଇପାରନ୍ତି ବୋଲି ଆଲୋଚନା ହେଉଛି । ଆଗକୁ ବିଧାନସଭା ନିର୍ବାଚନ ଥିବା ବେଳେ ମୌର୍ଯ୍ୟଙ୍କ ଇସ୍ତଫା ଭାରତୀୟ ଜନତା ପାର୍ଟି(ଭାଜପା) ତଥା ଯୋଗୀ ସରକାରଙ୍କ ପାଇଁ ଏକ ବଡ ଝଟକା । ମୌର୍ଯ୍ୟ ରାଜ୍ୟପାଳଙ୍କୁ ଦେଇଥିବା ଇସ୍ତଫା ପତ୍ରରେ ଲେଖିଛନ୍ତି ମାନନୀୟ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ଓ ସମନ୍ୱୟ ମନ୍ତ୍ରୀ ଭାବେ ସୁଚାରୁରୂପେ କାର୍ଯ୍ୟ ସମ୍ପାଦନ କରିଛି । ପ୍ରତିକୂଳ ପରିସ୍ଥିତି ଓ ବିଚାରଧାରା ମଧ୍ୟରେ ଉତ୍ତର ଦାୟିତ୍ୱ ନିର୍ବାହ କରିଛି । ହେଲେ କୃଷକ, ବେକାରୀ, ଯୁବକ, କ୍ଷୁଦ୍ର ଓ ମଧ୍ୟମ ଶ୍ରେଣୀର ବ୍ୟବସାୟୀଙ୍କ ପ୍ରତି ଚରମ ଅବହେଳା ମନୋଭାବ ହେତୁ ମୁଁ ଉତ୍ତରପ୍ରଦେଶ କ୍ୟାବିନେଟରୁ ଇସ୍ତଫା ଦେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri