Posted inଜାତୀୟ

କରୋନା ମହାମାରୀରେ ନଦୀରେ ମୃତଦେହ ଭାସୁଥିବା ବେଳେ ଯୋଗୀ ଦେଉଥିଲେ ବିଜ୍ଞାପନ: କେଜରିୱାଲ

ନୂଆଦିଲ୍ଲୀ,୮ ।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କରୋନା ମହାମାରୀର ଦ୍ୱିତୀୟ ଲହରରେ ମୃତ ବ୍ୟକ୍ତିଙ୍କର ଶରୀର ନଦୀରେ ଭାସୁଥିବା ସମୟରେ ଯୋଗୀ ଆଦିତ୍ୟନାଥ ଟାଇମ ମାଗାଜିନକୁ ବିଜ୍ଞାପନ ଦେଉଥିଲେ । ତେଣୁ ତାଙ୍କ ଭଳି ଜଣେ କ୍ରୁର ଶାସକଙ୍କୁ ମୁଁ କେବେ ଦେଖିନାହିଁ ବୋଲି କେଜରିୱାଲ କହିଛନ୍ତି । ଯୋଗୀ ଓ କେଜରିୱାଲଙ୍କ ମଧ୍ୟରେ ଚାଲଇଥିବା ଏମିତି ଟୁଇଟର ୱାର ଏବେ ଚର୍ଚ୍ଚାର କାରଣ ପାଲଟିଛି । ତେବେ କେଜିୱାଲଙ୍କ ଟୁଇଟ୍‌ର ଉତ୍ତର ଦେଇ ଯୋଗୀ କହିଛନ୍ତି, କରୋନା ସଙ୍କଟ ସମୟରେ ଦିଲ୍ଲୀ ସରକାର ପ୍ରବାସୀଙ୍କୁ ରାଜଧାନୀ ଛାଡି ପଳାଇବାକୁ ବାଧ୍ୟ କରିଥିଲେ । ଏମାନଙ୍କ ମଧ୍ୟରେ ଥିବା ମହିଳା, ଶିଶୁ ବି ବଞ୍ଚିବା ପାଇଁ କେମିତି ସଂଘର୍ଷ କରିବାକୁ ପଡେ ତା’ର ଉଦାହରଣ ପାଲଟି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri