Posted inଜାତୀୟ

‘ମା’ ହେଉଛି ସମ୍ପୂର୍ଣ୍ଣ ବିଶ୍ୱ, ପରଲୋକ ପୁଅ ପାଇଁ ଅସହ୍ୟ’- ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମା’ଙ୍କ ପରଲୋକ ଖବର ନିଜେ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି ଜଣାଇଛନ୍ତି । ତାଙ୍କ ବିୟୋଗରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭିର ଦୁଃଖ ପ୍ରକାଶ କରିଛନ୍ତି ।
ଯାଗୀ ଆଦିତ୍ୟନାଥ ଟୁଇଟ କରି ଲେଖିଛନ୍ତି, ‘ଜଣେ ପୁଅ ପାଇଁ ମା’ ସାରା ବିଶ୍ୱ ହୋଇଥାଏ, ମା’ଙ୍କ ପରଲୋକ ଗୋଟିଏ ପୁଅ ପାଇଁ ଅସହ୍ୟ ଓ ଅପୁରଣୀୟ କ୍ଷତି ହୋଇଥାଏ । ଆଦରଣୀୟ ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦିଙ୍କ ପୂଜ୍ୟ ମା’ଙ୍କ ପରଲୋକ ଅତ୍ୟନ୍ତ ଦୁଃଖଦ । ପ୍ରଭୁ ଶ୍ରୀରାମ ଅମର ଆତ୍ମାକୁ ତାଙ୍କ ଶ୍ରୀଚରଣରେ ସ୍ଥାନ ଦିଅନ୍ତୁ । ଓଁ ଶାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri