ଛୁଟି ନେଇ ଘରକୁ ଯାଇଥିଲେ, ଯୌତୁକ ପାଇଁ ନର୍ସ ସ୍ତ୍ରୀଙ୍କୁ ଜାଳିଦେଲେ କନ୍‌ଷ୍ଟେବଲ…

ନୂଆଦିଲ୍ଲୀ,୨୭ା୮: ଯୌତୁକ ବିବାଦକୁ ନେଇ ଉତ୍ତରପ୍ରଦେଶ ଆମ୍ରୋହା ଜିଲାର ଜଣେ ପୋଲିସ କନ୍‌ଷ୍ଟେବଲ୍‌ ମଙ୍ଗଳବାର ତାଙ୍କ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇଦେଇଥିଲେ। ମହିଳା ଜଣକ ଗୁରୁତର ଅବସ୍ଥାରେ ମୃତ୍ୟୁ ସହ ସଂଘର୍ଷ କରୁଥିବାବେଳେ କନ୍‌ଷ୍ଟେବଲ ଗିରଫ ହୋଇଛନ୍ତି। ଇକାଉନା ଗ୍ରାମାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ନର୍ସ ଥିବା ସ୍ତ୍ରୀ ପାରୁଲଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଦିଲ୍ଲୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। କନ୍‌ଷ୍ଟେବଲଙ୍କ ପରିବାର ସଦସ୍ୟ ଫେରାର ହୋଇଯାଇଛନ୍ତି। ଉତ୍ତରପ୍ରଦେଶ ପୋଲିସରେ ହେଡ୍‌ କନ୍‌ଷ୍ଟେବଲ ଥିବା ଦେବେନ୍ଦ୍ରଙ୍କର ନିକଟରେ ବରେଲିକୁ ବଦଳି ହୋଇଥିଲା। ସେ ସପ୍ତାହେ ଛୁଟି ନେଇ ଘରକୁ ଆସିଥିବାବେଳେ ଯୌତୁକ ଦାବିରେ ସ୍ତ୍ରୀଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ବୋଲି ପୋଲିସ କହିଛି। ଦେବେନ୍ଦ୍ରଙ୍କ ସମେତ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ଣ୍ଣ କାର୍ଯ୍ୟକାରୀ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଦୀର୍ଘ ୫ ବର୍ଷର ପ୍ରତୀକ୍ଷା ପରେ କେନ୍ଦ୍ର ସରକାର ନିୟମାବଳୀ ପ୍ରକାଶ କରି ୪ ଶ୍ରମ ସଂହିତାକୁ ପୂର୍ଣ୍ଣ କାର୍ଯ୍ୟକାରୀ କରିଛନ୍ତି। ଏହା ସମସ୍ତ ଶ୍ରମିକଙ୍କ…

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ…

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri