Posted inଜାତୀୟ

ଚନ୍ଦ୍ରୟାନ-୩ର ସଫଳତା ପାଇଁ ମୋଦିଙ୍କୁ ଶ୍ରେୟ ଦେଲେ ୟୁପି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୩।୮: ଚନ୍ଦ୍ରୟାନ-୩ର ସଫଳତା ପାଇଁ ମୋଦିଙ୍କୁ ଶ୍ରେୟ ଦେଇଛନ୍ତି ୟୁପି ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ। ସେ କହିଛନ୍ତି ଯେ, ଚନ୍ଦ୍ରୟାନ-୩ ମିଶନ ଶେଷ ହେବା ପାଇଁ ଦେଶ ଅପେକ୍ଷା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ଦ୍ରୁତ ଗତିରେ ଆଗେଇ ଆସିଛି। ପ୍ରତ୍ୟେକ କ୍ଷେତ୍ରର ବିକାଶ ହୋଇଛି ବୋଲି ସେ ଦାବି କରିଛନ୍ତି। ମିଶନ ଚନ୍ଦ୍ରର ସଫଳତା କାମନା କରୁଥିବାବେଳେ ଉପମୁଖ୍ୟମନ୍ତ୍ରୀ ବୈଜ୍ଞାନିକମାନଙ୍କୁ ଅଭିବାଦନ ଜଣାଇଛନ୍ତି।
ଅଗଷ୍ଟ ୨୩ ସନ୍ଧ୍ୟା ୬.୪୦ରେ ଭାରତ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଦୁନିଆର ଆଖି ଭାରତର ମିଶନ ଚନ୍ଦ୍ର ଉପରେ ରହିଛି। ଚନ୍ଦ୍ରାୟନ -୩ର ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଲାଗି ଉଦ୍ୟମ କରିବ। ଏହାର ସଫଳ ଅବତରଣ ପାଇଁ ଭାରତରେ ବହୁତ ଉତ୍ସାହ ରହିଛି। ଲୋକମାନେ ବିଭିନ୍ନ ସ୍ଥାନରେ ପ୍ରାର୍ଥନା କରୁଛନ୍ତି। ମନ୍ଦିରରେ ପୂଜା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri