ଉତ୍ତର ପ୍ରଦେଶ ବିଧାନସଭାର ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଲକ୍ଷ୍ନୌ,୩ ।୩: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ୧୦ ଜିଲାର ୫୭ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ସକାଳ ୭ଟାରୁ ଏହା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ । ମତଦାନ କେନ୍ଦ୍ର ବାହାରେ ଭୋଟରଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ଏହି ପର୍ଯ୍ୟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ କେତେଜଣ ହେଭିୱେଟ ନେତାଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି । ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଗୋରଖପୁର ଆସନ ଲାଗି ସେ ଗୋରଖନାଥ କନ୍ୟା ନଗରରେ ଥିବା ଏକ ପ୍ରାଇମେରୀ ସ୍କୁଲରେ ମତଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri