ୟୁପିରେ ୩ଟା ସୁଦ୍ଧା ୪୬.୪୦% ମତଦାନ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଧାନସଭା ନିର୍ବାଚନମଣ୍ଡଳୀ ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି। ଏହି ପର୍ଯ୍ୟାୟରେ ୨ କୋଟିରୁ ଅଧିକ ଭୋଟର ୬୧୩ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରିବେ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ଭୋଟରମାନେ ସକାଳୁ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଇତିମଧ୍ୟରେ ଅପରାହ୍ନ ୩ଟା ସୁଦ୍ଧା ୟୁପିରେ ୪୬.୪୦ ପ୍ରତିଶତ ଭୋଟ ଦିଆଯାଇଛି। ସର୍ବାଧିକ ୫୦.୭୫ ପ୍ରତିଶତ ମତଦାନ ଚାନ୍ଦୁଲିରେ ବ୍ୟବହାର କରାଯାଇଛି। ସେହିପରି ବାରାଣସୀରେ ସର୍ବନିମ୍ନ ୪୩.୯୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri