Posted inଜାତୀୟ

ଯୋଗୀଙ୍କ ମୁଣ୍ଡରେ ବିଜୟ ତିଳକ ଲଗାଇଲେ ମୂଲାୟମଙ୍କ ନାତୁଣୀ

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ରେ ଭାରତୀୟ ଜନତା ପାର୍ଟି ନିଜର ପ୍ରାଧାନ୍ୟ ବଜାୟ ରଖିବାରେ ସଫଳ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ଭାଜପା ଲଗାତାର ଦ୍ୱିତୀୟ ଥର ବିଜୟ ହାସଲ କରି ଇତିହାସ ସୃଷ୍ଟି କରିଛି। ନିର୍ବାଚନ ଫଳାଫଳ ପରେ ସମାଜବାଦୀ ପାର୍ଟି ସୁପ୍ରିମୋ ମୁଲାୟମ ସିଂ ଯାଦବଙ୍କ ପରିବାରରେ କେଉଁଠି ଆନନ୍ଦ ତ ଆଉ କେଉଁଠି ଦୁଃଖର ମାହୋଲ ରହିଛି। ମୁଲାୟମ ସିଂ ଯାଦବଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବଙ୍କ ଘରେ ଭାଜପାର ବିଜୟ ଉତ୍ସବ ପାଳନ କରାଯାଉଛି। ଅପର୍ଣ୍ଣା ତାଙ୍କ ଝିଅଙ୍କ ସହ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବାକୁ ଆସି ତାଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଅପର୍ଣ୍ଣାଙ୍କ କୁନି ଝିଅ ତଥା ମୂଲାୟମଙ୍କ ନାତୁଣୀ ଯୋଗୀଙ୍କ ମୁଣ୍ଡରେ ତିଳକ ଲଗାଇଥିଲେ। ସୂଚନାଯୋଗ୍ୟ, ୟୁପି ନିର୍ବାଚନ ପୂର୍ବରୁ ଅପର୍ଣ୍ଣ ଭାଜପାରେ ଯୋଗ ଦେଇଥିଲେ।

https://twitter.com/aparnabisht7/status/1501939664965758979


Enter your email to get our daily news in your inbox.

All Right Reserved By Dharitri.Com

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri