ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ, ୬୨୩ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଭୋଟର ଭାଗ ନେଉଥିବା ପରିଲକ୍ଷିତ ହୋଇଛି । ଭୋଟରଙ୍କ ଲମ୍ବା ଲାଇନ ସେମାନଙ୍କ ଉତ୍ସାହକୁ ଦର୍ଶାଉଛି । ପୋଲିସର କଡା ନଜର ସହ କୋଭିଡ କଟକଣା ମଧ୍ୟରେ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି ।

ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ ଆସନ ଲାଗି ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ଉତ୍ତର ପ୍ରଦେଶର ଅଧିକାଂଶ ଆସନ ପାଇଁ ଭୋଟ ଗ୍ରହଣ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ୨.୨୮ କୋଟି ମତଦାତା ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ । ଏଥିରେ ୧.୨୪ କୋଟି ପୁରୁଷ ଥିବା ବେଳେ ୧.୦୪ କୋଟି ମହିଳା ରହିଛନ୍ତି । ଏହାସହ ୧୪୪୮ ଟ୍ରାସ୍‌ଜେଣ୍ଡର ବି ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri