ଆସନ ବଞ୍ଚାଇପାରିଲେନି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶ ଜନାଦେଶର ଚିତ୍ର ଏବେ ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ୭୩୩୭ ଭୋଟରେ ଏସ୍‌ପି ପ୍ରାର୍ଥୀ ପଲ୍ଲବୀ ପଟେଲ ତାଙ୍କୁ ପରାଜିତ କରିଥିବା ଜଣାପଡ଼ିଛି। ଅନ୍ୟପଟେ ନିଜ ପରାଜୟକୁ ସ୍ବୀକାର କରିଛନ୍ତି କେଶବ ପ୍ରସାଦ। କର୍ମକର୍ତ୍ତାଙ୍କ ପରିଶ୍ରମ ଓ ଜନତାଙ୍କ ମତଦାନକୁ ଧନ୍ୟବାଦ ଜଣାଇ କୃତଜ୍ଞତା ଜ୍ଞାପନ କରିଛନ୍ତି। ସୂଚନା ମୁତାବକ କେଶବ ପ୍ରସାଦ ୯୮୯୪୧ ଭୋଟ ହାତେଇଛନ୍ତି। ସେହିପରି ପଲ୍ଲବୀଙ୍କୁ ୧୦୬୨୭୮ ଭୋଟ ମିଳିଛି। ବିଏସ୍‌ପିର ମନ୍‌ସୁର ଅଲ୍ଲୀଙ୍କୁ ମିଳିଛି ୧୦୦୭୩ ଖଣ୍ଡ ଭୋଟ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ଇରାନକୁ ଆଉ ଏକ ଝଟକା ଦେଲା ଆମେରିକା! ସେପ୍ଟେମ୍ବର ୨୩ରୁ ସାରା ବିଶ୍ୱରେ ଇରାନୀ ବିମାନ ଚଳାଚଳ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ; ଏହା ବର୍ତ୍ତମାନ ଦୁଇ ରାଷ୍ଟ୍ର ବାହାରେ ବିସ୍ତାର କରି ସମଗ୍ର ବିଶ୍ୱକୁ ପ୍ରଭାବିତ…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ୧୦ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଘୋଷଣା

ନୂଆଦିଲ୍ଲୀ,୨୨।୯: ଉତ୍ତର ପ୍ରଦେଶରୁ ୧୦ଟି ଏବଂ ଉତ୍ତରାଖଣ୍ଡରୁ ଗୋଟିଏ – ଏହିପରି ମୋଟ ୧୧ଟି ରାଜ୍ୟ ସଭା ଆସନ ପାଇଁ ଅକ୍ଟୋବର ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।…

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?