Posted inଜାତୀୟ

ୟୁପି ଏନକାଉଣ୍ଟର: ଏନକାଉଣ୍ଟରରେ ୧୪୪ଟି ମାମଲାରେ ହୋଇଛି କେସ୍‌ କ୍ଲୋଜ୍‌

ଲକ୍ଷ୍ନୌ,୧୨।୮: ୨୦୧୭ରୁ ଏବେ ଯାଏଁ ଉତ୍ତରପ୍ରଦେଶରେ ହୋଇଥିବା ୧୮୩ଟି ଏନକାଉଣ୍ଟରର ଯାଞ୍ଚ ଉପରେ ୟୁପି ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି ସୁପ୍ରିମକୋର୍ଟ। ମାମଲାଗୁଡ଼ିକ ମଧ୍ୟରୁ କେତୋଟି ସନ୍ଦିଗ୍ଧ ବୋଲି ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ତେବେ ସନ୍ଦିଗ୍ଧ ମାମଲାରୁ କାହାକୁ ଗିରଫ କରାଯାଇଛି ଏବଂ ବର୍ତ୍ତମାନ ଏହାର ସ୍ଥିତି କ’ଣ। ଚାରି ସପ୍ତାହ ମଧ୍ୟରେ ଏହାର ଜବାବ ଦାଖଲ କରିବାକୁ ଏସସି ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ଏସ ରବିନ୍ଦ୍ର ଭଟ ଏବଂ ଜଷ୍ଟିସ ଅରବିନ୍ଦ କୁମାରଙ୍କ ବେଞ୍ଚ ମାଫିଆ ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଅଶ୍ରଫଙ୍କ ହତ୍ୟା ଘଟଣାର ତଦନ୍ତ ଉପରେ ପ୍ରଶ୍ନ ଉଠାଇବା ବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୋଲିସର ମଧ୍ୟ ଭୂମିକା ରହିଥାଇପାରେ ବୋଲି ବେଞ୍ଚ କହିଛନ୍ତି। ୟୁପି ସରକାଙ୍କେ ପକ୍ଷରୁ ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗି ଓ ଜେନେରାଲ ଅଜୟ କୁମାର ମିଶ୍ର ବେଞ୍ଚକୁ କହିଛନ୍ତି, ୧୮୩ଟି ମାମଲା ମଧ୍ୟରୁ ୧୪୪ଟି ଏନକାଉଣ୍ଟରରେ କେସ୍‌ ବନ୍ଦ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri