Posted inଜାତୀୟ

ୟୁପିର ୫୫, ଗୋଆର ୪୦ ବିଧାନସଭା ଆସନ ପାଇଁ ଭୋଟିଂ ଆରମ୍ଭ, ଉତ୍ତରାଖଣ୍ଡରେ ସକାଳ ୮ଟାରେ ହେବ ମତଦାନ

ନୂଆଦିଲ୍ଲୀ,୧୪ ।୨: ଉତ୍ତର ପ୍ରଦେଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି । ଶାହଜହାଂପୁରରେ ରାଜ୍ୟର ଅର୍ଥମନ୍ତ୍ରୀ ସୁରେଶ ଖାନ୍ନା ମନ୍ଦିରରେ ଦର୍ଶନ କରି ପରେ ମତଦାନ କରିଛନ୍ତି । ସେ କହିଛନ୍ତି ଆମେ ୩୦୦ରୁ ଅଧିକ ଆସନରେ ବିଜୟୀ ହେବୁ ଏହାସହ ଶାହଜହାଂପୁରରେ ୬ ଆସନରେ ଜିତିବୁ । ଗୋଆରେ ବି ବିଧାନସଭା ଆସନ ଲାଗି ମତଦାନ ଆରମ୍ଭ ହୋଇଯାଇଛି । ରାଜ୍ୟପାଳ ପି.ଏସ୍‌, ଶ୍ରୀଧର ପିଲ୍ଲଇ ଓ ତାଙ୍କ ପତ୍ନୀ ତଲେଇ ଗାଓରେ ଥିବା ମତଦାନ କେନ୍ଦ୍ର ସଂଖ୍ୟା-୧୫ରେ ଭୋଟ ଦେଇଛନ୍ତି । ଉତ୍ତର ପ୍ରଦେଶ ଓ ଗୋଆରେ ସକାଳ ୭ଟାରୁ ଭୋଟ ଗ୍ରଣ ଆରମ୍ଭ ହୋଇଥିିବା ବେଳେ ଉତ୍ତରାଖଣ୍ଡରେ ସକାଳ ୮ଟାରେ ଭୋଟ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri