Posted inଜାତୀୟ

ଯୋଗୀ ୨.୦: ଉତ୍ତର ପ୍ରଦେଶରେ ହୋଇପାରନ୍ତି ୨ରୁ ଅଧିକ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୪ ।୩: ଉତ୍ତର ପ୍ରଦେଶରେ ଚଳିତ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବିପୁଳ ବିଜୟ ମିଳିବା ପରେ ଏବେ ସେଠାରେ ଯୋଗୀ ଆଦିତ୍ୟନାଥ ସରକାର ଗଠନ କରିବାକୁ ଯାଉଛନ୍ତି । ଏ ନେଇ ରବିବାର ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ସହ ହୋଲି ପରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜଣାପଡିଛି । ପ୍ରଧାନମନ୍ତ୍ରୀ ଯୋଗୀଙ୍କୁ ବିଜୟର ଶୁଭେଚ୍ଛା ଜଣାଇବା ସହ ଯୋଗୀ ବି ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ମୋଦିଙ୍କୁ ନିମନ୍ତ୍ରଣ ଦେଇଛନ୍ତି ।
ଯୋଗୀଙ୍କ ମନ୍ତ୍ରିମଣ୍ଡଳରେ ନୂଆ ଚେହେରାଙ୍କୁ ସାମିଲ କରାଯିବ ବୋଲି କୁହାଯାଉଛି । ଏଥର ସରକାରରେ ଉପମୁଖ୍ୟମନ୍ତ୍ରୀ ଆସନରେ ୨ରୁ ଅଧିକ ଜଣ ରହିପାରନ୍ତି । ଏମାନଙ୍କ ମଧ୍ୟରେ ଜଣେ ଦଳିତ ନେତାଙ୍କୁ ବି ସାମିଲ କରାଯାଇପାରେ । ତେବେ ମନ୍ତ୍ରିମଣ୍ଡଳରେ କିଏ କିଏ ସାମିଲ ହେବେ ଏ ନେଇ ଦିଲ୍ଲୀରେ ଖୁବ୍ ଶୀଘ୍ର ସ୍ଥିର ହେବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri