Posted inଜାତୀୟ

ନିର୍ବାଚନୀ ଥୋପ: ୟୁପିରୁ ସର୍ବାଧିକ ୭ ମନ୍ତ୍ରୀ

ନୂଆଦିଲ୍ଲୀ,୭।୭: ଆସନ୍ତାବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ଉତ୍ତରପ୍ରଦେଶରୁ ସର୍ବାଧିକ ୭ ଜଣଙ୍କୁ କେନ୍ଦ୍ରରେ ମନ୍ତ୍ରୀପଦ ମିଳିଛି। ସେମାନେ ହେଲେ କୌଶଲ କିଶୋର, ଏସ୍‌.ପି. ବାଘେଲ, ପଙ୍କଜ ଚୌଧରୀ, ବି.ଏଲ୍‌. ବର୍ମା, ଅଜୟ କୁମାର, ଭାନୁ ପ୍ରତାପ ବର୍ମା ଏବଂ ଅନୁପ୍ରିୟା ପଟେଲ। କୌଶଲ ମୋହନଲାଲ୍‌ଗଞ୍ଜରୁ ଏମ୍‌ପି ଥିବାବେଳେ ଏସ୍‌.ପି. ବାଘେଲ ଆଗ୍ରାରୁ ୫ ଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେହିପରି ପଙ୍କଜ ୟୁପିର ମହାରାଜଗଞ୍ଜରୁ ୬ ଥର ଏମ୍‌ପି ହୋଇଥିବା ବେଳେ ବି.ଏଲ୍‌. ବର୍ମା ଉତ୍ତରପ୍ରଦେଶରୁ ରାଜ୍ୟ ସଭା ସଦସ୍ୟ ଅଛନ୍ତି। ସେହିପରି ଅଜୟ କୁମାର ଖେରି ଆସନରୁ ଦୁଇଥର ଲୋକ ସଭାକୁ ଯାଇଥିବା ବେଳେ ଭାନୁପ୍ରତାପ ୫ ଥର ନିର୍ବାଚିତ ହୋଇଛନ୍ତି। ଅନୁପ୍ରିୟା ମିର୍ଜାପୁରରୁ ଲୋକ ସଭା ସଦସ୍ୟ ଅଛନ୍ତି। ଏହା ବ୍ୟତୀତ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଗୁଜରାଟ ଓ ବିହାରକୁ ପ୍ରାଧାନ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri