Posted inଜାତୀୟ

ବଳାତ୍କାର ପରେ ସୋସିଆଲ ମିଡିଆରେ ଶେୟାର କଲେ ଭିଡିଓ

ବାଲିଆ,୧।୩ : ଉତ୍ତର ପ୍ରଦେଶର ବାଲିଆରେ ଜଣେ ବାଳିକାକୁ ବଳାତ୍କାର ଓ ଘଟଣାର ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ସୋମବାର ପୋଲିସ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାମ ଚନ୍ଦ୍ରମା ରାଜଭର (୨୪)। ଦୀର୍ଘ ଏକ ବର୍ଷ ହେଲା ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରୁଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ବୋଲି ସୁଖପୁରା ଥାନାର ଏସ୍‌ଏଚ୍‌ଓ ବୀରେନ୍ଦ୍ର ଯାଦବ କହିଛନ୍ତି। ଅଭିଯୁକ୍ତ ବଳାତ୍କାର ପରେ ଘଟଣାର ଭିଡିଓ ଫେସବୁକରେ ଶେୟାର କରିଥିଲେ।

ପୀଡ଼ିତା ଅଭିଯୋଗ କରିବା ପରେ ଭାରତୀୟ ପିଙ୍ଗଳ କୋଡର ପୋକ୍ସୋ ଆଇନ ଓ ଆଇଟି ଆଇନ ଆଧାରରେ ରାଜଭରଙ୍କୁ ଗିରଫ କରାଯାଇଛି। ଅଭିଯୋଗରେ ପୀଡ଼ିତା କହିଛନ୍ତି, ଗତ ଏକ ବର୍ଷ ହେଲା ଅଭିଯୁକ୍ତ ବହୁବାର ବଳାତ୍କାର କରିଥିଲେ। ଆଉ ଧମକ ଦେଇଥିଲେ ଏ ସମ୍ପର୍କରେ କାହାକୁ ନ ଜଣାଇବାକୁ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri