Posted inଜାତୀୟ

ଅନୈତିକ ସମ୍ପର୍କ ସନ୍ଦେହରେ ସିଲେଇ କରିଦେଲେ ସ୍ତ୍ରୀ’ର ଗୁପ୍ତାଙ୍ଗ

ଲକ୍ଷ୍ନୌ,୨୨।୩ : ଅନ୍ୟ ପୁରୁଷଙ୍କ ସହ ଅନୈତିକ ସମ୍ପର୍କ ଥିବା ସନ୍ଦେହରେ ସ୍ତ୍ରୀ’ର ଗୁପ୍ତାଙ୍ଗକୁ ଆଲୁମୁନିୟମ ତାରରେ ସିଲେଇ କରି ଦେଇଛନ୍ତି ସ୍ବାମୀ। ଏହି ଘଟଣାରେ ଉତ୍ତର ପ୍ରଦେଶର ରାମପୁର ଜିଲାର ଜଣେ ଯୁବକଙ୍କୁ ଗିରଫ କରିଛି ପୋଲିସ।

ସ୍ତ୍ରୀଙ୍କୁ ଆକ୍ରମଣ କରିବା ପରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ସ୍ବାମୀ ଘଟଣାସ୍ଥଳରୁ ଖସି ପଳାଇଥିଲା। ଯନ୍ତ୍ରଣାରେ ଛଟପଟ ହେଉଥିବା ପୀଡ଼ିତା ପ୍ରଥମେ ନିଜ ମା’ଙ୍କୁ ଫୋନ କରି ଘଟଣା ସମ୍ପର୍କରେ ଜଣାଇଥିଲେ। ଏହାପରେ ପୀଡ଼ିତାଙ୍କ ମା’ ଆମ୍ବୁଲାନ୍ସ ପାଇଁ ଯୋଗାଯୋଗ କରିବା ସହିତ ସୂଚନା ଦେଇଥିଲେ ପୋଲିସକୁ।

ତାଙ୍କର ଅନ୍ୟ ପୁରୁଷଙ୍କ ସହ ସମ୍ପର୍କ ଥିଲା। ଏ ନେଇ ତାଙ୍କୁ ଚେତାବନୀ ଦେଇଥିଲି। ତାଙ୍କୁ ଖୁସିରେ ରଖିବାରେ ମୁଁ କୌଣସି ପ୍ରକାର ହେଳା କରି ନାହିଁ। ଏହାସତ୍ତ୍ୱେ ତାଙ୍କ ପ୍ରକୃତିରେ ଆସି ନ ଥିଲା କୌଣସି ପରିବର୍ତ୍ତନ । ଏଥିଯୋଗୁ ମୁଁ ଖୁବ୍‌ ରାଗିଯାଇଥିଲି। ଆଉ ତାଙ୍କ ଗୁପ୍ତାଙ୍ଗକୁ ଆଲୁମୁନିୟମ ତାରରେ ସିଲେଇ କରି ଦେଇଥିଲି ବୋଲି ଗିରଫ ହେବା ପରେ ଅଭିଯୁକ୍ତ ଜଣଙ୍କ ଭିଡିଓ ଷ୍ଟେଟ୍‌ମେଣ୍ଟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲର ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ କେଜ୍‌ରିଓ୍ବାଲଙ୍କୁ ଚିଠି ଲେଖିଲେ ସାକ୍ସେନା

ନୂଆଦିଲ୍ଲୀ,୨୨।୬: ଦିଲ୍ଲୀରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେବା ପ୍ରସଙ୍ଗରେ ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଚିଠି ଲେଖି ଜବାବ ମାଗିଛନ୍ତି।...

ମୋହନ ଭାଗବତ ‘ରାଷ୍ଟ୍ରପିତା’: ମୁସଲମାନ ଧର୍ମଗୁରୁ ଉମର ଅହମ୍ମଦ ଇଲିୟାସି

ନୂଆଦିଲ୍ଲୀ,୨୨ ।୯: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ଗୁରୁବାର ଦିଲ୍ଲୀର ଏକ ମସଜିଦରେ ଅଖିଳ ଭାରତୀୟ ଇମାମ ସଙ୍ଗଠନର ମୁଖ୍ୟ ଇମାମ...

୧୫ ଅଫିସରଙ୍କୁ ଜବରଦସ୍ତି ଅବସର ଦେଲା ସିବିଡିଟି

ନୂଆଦିଲ୍ଲୀ,୨୭।୯: ଭ୍ରଷ୍ଟ ଓ ଦୁର୍ନୀତି ଅଭିଯୋଗରେ କର୍ମଚାରୀଙ୍କ ଉପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯାଇଛି। କେନ୍ଦ୍ରୀୟ ପ୍ରତ୍ୟେକ୍ଷ କର ବୋର୍ଡ(ସିବିଡିଟି) ନିଜର ୧୫...

ଜି୨୦ ସମ୍ମିଳନୀରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ଯୋଗଦେବେ

ନୂଆଦିଲ୍ଲୀ,୨୯ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ କରି ଦିଲ୍ଲୀରେ ଆସନ୍ତା ସପ୍ତାହରେ ହେବାକୁ ଥିବା ଜି୨୦ ସମ୍ମିଳନୀରେ ଯୋଗଦେବାକୁ ଅସମର୍ଥ ବୋଲି...

ବିହାର ବୈଶାଳୀରେ ବସ୍ତି ଭିତରେ ପଶିଲା ଟ୍ରକ୍ ମହିଳା ଶିଶୁ ସମେତ ୧୨ ମୃତ, ଶୋକ ପ୍ରକାଶ କଲେ ମୋଦି

ପାଟନ,୨୧ ।୧୧: ବିହାର ବୈଶାଳୀ ଜିଲାର ମହନାରରେ ରବିବାର ରାତିରେ ଏକ ଅନିୟନ୍ତ୍ରିତ ଟ୍ରକ୍ ରାସ୍ତା କଡରେ ଥିବା ଏକ ବସ୍ତିରେ ପଶିିଯିବା ଫଳରେ ଏଥିରେ...

ରତନ ଟାଟାଙ୍କ ପ୍ରେମ କାହାଣୀ: ଚାଇନା ଯୋଗୁ ପ୍ରେମିକାଙ୍କୁ କରିପାରିଲେନି ବିବାହ

ମୁମ୍ବାଇ,୧୩।୨: ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ରତନ ଟାଟା ଚାଇନା ଯୋଗୁ ପ୍ରେମିକାଙ୍କୁ ବିବାହ କରି ପାରି ନ ଥିଲେ। ଏ ସମ୍ପର୍କରେ ସେ ନିଜ ଫେସ୍‌ବୁକ୍‌...

ପେପର ଲିକ କରୁଥିବା ସରକାରଙ୍କର ଆଉ ଦରକାର ନାହିଁ, ଯୁବବର୍ଗଙ୍କୁ ରୋଜଗାର,ବର୍ଷକୁ ୧୫ ଲକ୍ଷ ନିଯୁକ୍ତି ଦେବାକୁ କହିଲା ଏଏପି…

ଅହମଦାବାଦ, ୨୪।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘୋଷଣା କରିଛନ୍ତି ଯେ ଯଦି ଏଏପି ସରକାର ଗୁଜରାଟକୁ ଆସନ୍ତି ତେବେ ପ୍ରତିବର୍ଷ ୧୫ ଲକ୍ଷ...

ପରିସ୍ଥିତି ସ୍ବାଭାବିକ ହେବା ପରେ ଗୁରୁଗ୍ରାମରେ ହଟିଲା ୧୪୪ ଧାରା

ଚଣ୍ଡିଗଡ,୭।୮: ନୁହରେ ହିଂସା ପରେ ଗୁରୁଗ୍ରାମରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଥିଲା। ଯାହାକୁ ବର୍ତ୍ତମାନ ହଟାଇ ଦିଆଯାଇଛି। ପରିସ୍ଥିତି ସ୍ବାଭାବିକ ହେବା ପରେ...

Advertisement
Archives

Model This Week