Posted inଜାତୀୟ

ଭୋଟ ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୯।୫: ଉତ୍ତରପ୍ରଦେଶ ବିଧାନ ପରିଷଦର ଦୁଇଟି ଖାଲିଥିବା ଆସନ ପାଇଁ ସୋମବାର ସକାଳେ ମତଦାନ ଆରମ୍ଭ ହୋଇଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ଦୁଇ ପ୍ରାର୍ଥୀ ଏବଂ ସମାଜବାଦୀ ପାର୍ଟି (ଏସପି)ର ଦୁଇ ପ୍ରାର୍ଥୀ ଏହି ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ସୋମବାର ସକାଳ ୯ଟାରୁ ମତଦାନ ଆରମ୍ଭ ହୋଇଥିଲା। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ମତଦାନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜାରି ରହିବ ଏବଂ ଭୋଟ ଗଣତି ଅପରାହ୍ନ ୬ଟାରୁ ଆରମ୍ଭ ହେବ।

ଜଣେ ଅଧିକାରୀ କହିଛନ୍ତି ଯେ ସକାଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅର୍ଥମନ୍ତ୍ରୀ ସୁରେଶ ଖାନ୍ନାଙ୍କ ସମେତ ବହୁ ମନ୍ତ୍ରୀ ଏବଂ ବିଧାନସଭା ସଦସ୍ୟ ଭୋଟ ଦେଇଛନ୍ତି। ସୋମବାର ସା ସୁଦ୍ଧା ଭୋଟ ଫଳାଫଳ ଘୋଷଣା ହେବାର ସମ୍ଭାବନା ରହିଛି। ବିଧାନସଭାରେ ସାଂଖ୍ୟା ବଳ ଅନୁଯାୟୀ ଭାଜପା ପ୍ରାର୍ଥୀଙ୍କ ବିଜୟ ପ୍ରାୟ ନିଶ୍ଚିତ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri