Posted inଜାତୀୟ

ଦାଢି ନ କାଟିବାରୁ ନିଳମ୍ବିତ ହେଲେ ସବ୍‌ଇନ୍ସପେକ୍ଟର

ଲକ୍ଷ୍ନୌ,୨୨।୧୦-ଦାଢି ନ କାଟିବା ଯୋଗୁ ନିଳମ୍ବିତ ହୋଇଛନ୍ତି ଉତ୍ତରପ୍ରଦେଶ ବାଗପାଟ ରାମାଲା ଥାନାରେ କାର୍ଯ୍ୟରତ ସବ୍‌ଇନ୍ସପେକ୍ଟର ଇନ୍ତସାର ଅଲି। ଏ ନେଇ ଏସ୍‌ପି ଅଭିଷେକ ସିଂହ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶିଖ ସମ୍ପ୍ରଦାୟର ପୋଲିସ କର୍ମଚାରୀଙ୍କୁ ଛାଡିଦେଲେ ଅନ୍ୟ କୌଣସି ଅଧିକାରୀ କିମ୍ବା କର୍ମଚାରୀଙ୍କୁ ଦାଢ଼ି ରଖିବାର ଅନୁମତି ନାହିଁ। ଯଦି କେହି ରଖିବାକୁ ଚାହିଁବେ ତାହେଲେ ତାଙ୍କୁ ପ୍ରଶାସନର ଅନୁମତି ନେବାକୁ ପଡିଥାଏ। କିନ୍ତୁ ଇନ୍ତସାର ଅଲି ବିନା ଅନୁମତିରେ ଦାଢ଼ି ରଖିଥିଲେ। ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ପ୍ରକାଶ ଯେ, ନିଲମ୍ବିତ ପୂର୍ବରୁ ଇନ୍ତସାରଙ୍କୁ ୩ଥର ଏ ନେଇ ଚେତାବନୀ ଦିଆଯାଇଥିଲା। ମାତ୍ର ସେ ଦାଢି ରଖିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri