Posted inଜାତୀୟ

ଅଖିଳେଶ, ମାୟାବତୀଙ୍କୁ ବଡ ଝଟକା ଦେଲେ ଓମ ପ୍ରକାଶ ରାଜଭର

ଲକ୍ଷ୍ନୌ,୧୨।୪: ଉତ୍ତର ପ୍ରଦେଶର ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ ଝଡ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଭାସପା ମୁଖ୍ୟ ଓମପ୍ରକାଶ ରାଜଭର ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବିଏସପି ମୁଖ୍ୟ ମାୟାବତୀଙ୍କୁ ବଡ ଝଟକା ଦେଇଛନ୍ତି। ଉଭୟ ଦଳର କେତେଜଣ ନେତା ସୁଭାସପାରେ ଜଏନ କରିଯାଇଛନ୍ତି। ନଗର ନିଗମ ନିର୍ବାଚନ ପୂର୍ବରୁ ଓମ ପ୍ରକାଶ ରାଜଭରଙ୍କ ଦଳ ବିଏସପି ଓ ସମାଜବାଦୀ ପାର୍ଟି ମଧ୍ୟରେ ଏକ ବଡ ଫାଟ ସୃଷ୍ଟି କରିଛି। ଏସପି ଓ ବିଏସପିର ବହୁ ନେତା ବୁଧବାର ସୁଭାସପାରେ ଯୋଗ ଦେଇଛନ୍ତି। ଓମ ପ୍ରକାଶ ରାଜଭର ନିଜେ ଏସବୁ ନେତାଙ୍କୁ ସୁଭାସପାରେ ଅନ୍ତର୍ଭୁକ୍ତ କରିଛନ୍ତି। ପ୍ରୟାଗରାଜରୁ ମହେଶ ପ୍ରଜାପତି, ଗାଜିଆବାଦରୁ ଦୟାରାମ ଭାର୍ଗବ, କାନପୁରରୁ ରମେଶ ରାଜଭର ଓ ବାରାଣସୀରୁ ଆନନ୍ଦ ତିଓ୍ବାରୀଙ୍କ ସମେତ ଆଉ କେତେଜଣ ନେତା ସୁଭାସପାରେ ସାମିଲ େହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri