Posted inଜାତୀୟ

ୟୁପିଏସ୍‌ସି ଆଶାୟୀ ଛାତ୍ରୀଙ୍କୁ ବଳାତ୍କାର: ୩ ମାସ ପରେ ଏସ୍‌ପିଙ୍କ ନାଁରେ ମାମଲା ରୁଜୁ କଲା ୟୁପି ପୋଲିସ

ଲକ୍ଷ୍ନୌ, ୭।୧: ଜଣେ ଯୁବତୀଙ୍କୁ ବଳାତ୍କାର କରିବା ସହ ଜରବଦସ୍ତ ଗର୍ଭପାତ କରାଇବା ଏବଂ ଧମକ ଦେବା ଅଭିଯୋଗରେ ଉତ୍ତରପ୍ରଦେଶର ଜଣେ ଅତିରିକ୍ତ ଏସ୍‌ପିଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି। ପୀଡ଼ିତା ଜଣକ ୟୁପିଏସ୍‌ସି ଆଶାୟୀ ଛାତ୍ରୀ ବୋଲି ଜଣାପଡିଛି। ଅଭିଯୋଗ ସମ୍ପର୍କରେ ସମସ୍ତ ପ୍ରମାଣ ରହିଥିବା ପୀଡ଼ିତା ଦାବି କରିଛନ୍ତି। ଏପରିକି ସେ ଏଏସ୍‌ପିଙ୍କ ନିଲମ୍ବନ ଦାବି କରିଛନ୍ତି। ପୀଡ଼ିତା ୩ ମାସ ହେଲା ଅଭିଯୋଗ କରିଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିଲା। ଘଟଣା ସମ୍ପର୍କରେ ସେ ସୋସିଆଲ ମିଡିଆରେ ଶେୟାର କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଛି।

ଅଭିଯୋଗ ଅନୁଯାୟୀ, ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ରେ ଏଏସ୍‌ପି ଥିବା ଅଧିକାରୀ ଜଣକ ବହୁ ବର୍ଷ ହେଲା ପୀଡ଼ିତାଙ୍କୁ ଯୌନ ନିର୍ଯାତନା ଦେଉଥିଲେ। ୨୦୨୩ ଏପ୍ରିଲରେ ପୀଡ଼ିତା ଗର୍ଭବତୀ ହେବାରୁ ଅଭିଯୁକ୍ତ ଜବରଦସ୍ତ ଗର୍ଭପାତ କରାଇଥିଲେ। ଏହି ମାମଲାରେ ଏଏସ୍‌ପିଙ୍କ ସ୍ତ୍ରୀ ଏବଂ ତାଙ୍କ ୪ ବନ୍ଧୁଙ୍କ ନାଁରେ ମଧ୍ୟ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri