ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର ଜିଲାରେ ସର୍ବାଧିକ ୬୭.୩୭ ପ୍ରତିଶତ ଭୋଟରଙ୍କ ସଂଖ୍ୟା ରେକର୍ଡ କରାଯାଇଛି। ସର୍ବନିମ୍ନ ୫୦.୮୮ ପ୍ରତିଶତ ଭୋଟ କାନପୁରରେ ହୋଇଥିଲା। ତୃତୀୟ ପର୍ଯ୍ୟାୟରେ ମତଦାନ ହୋଇଥିବା ୫୯ଟି ଆସନରେ ୨୦୧୭ ରେ ୬୨.୩୬ ପ୍ରତିଶତ ଭୋଟ ଦିଆଯାଇଥିଲା।
ସେହିପରି ପଞ୍ଜାବରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ତଥ୍ୟ ଅନୁଯାୟୀ ଏଠାରେ ସା ୫ଟା ପର୍ଯ୍ୟନ୍ତ ୬୪.୨୭ ପ୍ରତିଶତ ମତଦାନ ହୋଇଥିଲା। ମାନସା ଜିଲାରେ ସର୍ବାଧିକ ଭୋଟ ହାର ୭୩.୪୫ ପ୍ରତିଶତ ରେକର୍ଡ କରାଯାଇଛି। ମୋହାଲି ଜିଲାରେ ସର୍ବନିମ୍ନ ମତଦାନ ୫୩.୧୦ ପ୍ରତିଶତ ଥିଲା। ଗତ ଥର ଅର୍ଥାତ୍‌ ୨୦୧୭ରେ ମୋଟ ୭୬.୮୩% ଲୋକ ପଞ୍ଜାବରେ ଭୋଟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ମୃତ୍ୟୁ ସଂଖ୍ୟା ୧, ସକ୍ରିୟ ମାମଲା ୨୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ...

ଏକାଠି ନ ରହି ପାରିଲେ, ଅଲଗା ହେବା ଶ୍ରେୟସ୍କର…

ନୂଆଦିଲ୍ଲୀ,୪।୧୦: ଦାମ୍ପତ୍ୟ ଜୀବନ ଉପରେ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ସ୍ତ୍ରୀ-ସ୍ବାମୀ ଏକାଠି...

‘ଆମେ ସଂସ୍କୃତିକୁ ଛାଡ଼ିପାରିବୁ ନାହିଁ’

ଜୟପୁର,୧୨ା୨: ମୁସଲମାନ ମହିଳାମାନେ ରାଜସ୍ଥାନର ଜୟପୁର ଏବଂ ପଞ୍ଜାବର ଲୁଧିଆନାରେ ହିଜାବକୁ ସମର୍ଥନ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହା ତାଙ୍କର ବ୍ୟକ୍ତିଗତ ବିଷୟ ବୋଲି...

ଅତିଶୀଙ୍କ ପାଖରେ ୧୪ ବିଭାଗ…

ନୂଆଦିଲ୍ଲୀ,୮।୮ : ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସରକାର ମଙ୍ଗଳବାର ସେବା ଏବଂ ଭିଜିଲାନ୍ସ ବିଭାଗର ଦାୟିତ୍ୱକୁ ଜନସମ୍ପର୍କ ବିଭାଗ ମନ୍ତ୍ରୀ ଅତିଶୀ ମାର୍ଲେନାଙ୍କୁ ଦେଇଛନ୍ତି।...

ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା: ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୭।୨: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା ପାଇଁ ସୁପ୍ରିମ୍‌କୋର୍ଟ ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି। ରାଜ୍ୟରେ...

ଲାଞ୍ଚ ନେବା ମାମଲାରେ କର୍ନାଟକ ଭାଜପା ବିଧାୟକ ଗିରଫ

ବେଙ୍ଗାଲୁରୁ,୨୭।୩: କନର୍ର୍ାଟକ ହାଇକୋର୍ଟ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କରିବା ପରେ ଲାଞ୍ଚ ନେବା ମାମଲାରେ ଭାଜପା ବିଧାୟକ ମଦଲ ବିରୁପକ୍ଷପ୍ପାଙ୍କୁ ଗିରଫ କରାଯାଇଛି। ସୋମବାର...

ସୁପ୍ରିମ୍‌କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍‌ଆଇଟି ଗଠନ ଲାଗି ନିର୍ଦ୍ଦେଶ

ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍‌ଜାହାନ୍‌ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ...

ମିଶନ ବଙ୍ଗାଲ ପାଇଁ ପାଗ ଭିଡିଛନ୍ତି ଶାହା

ନୂଆଦିଲ୍ଲୀ,୧୧ ।୨: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲାଗାଇବାରେ ବ୍ୟସ୍ତ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement
Archives

Model This Week