Posted inଜାତୀୟ

ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଅଖିଳେଶକୁ ଝଟକା, ଭୋଟ ଦେଇପାରିବେନି ଏହି ବିଧାୟକ

ଲକ୍ଷ୍ନୌ,୨୩।୨: ଉତ୍ତରପ୍ରଦେଶର ୧୦ଟି ରାଜ୍ୟ ସଭା ଆସନ ପାଇଁ ମତଦାନ ପୂର୍ବରୁ ସମାଜବାଦୀ ପାର୍ଟି ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଏସ୍‌ପି ବିଧାୟକ ଇରଫାନ ସୋଲଙ୍କି ଭୋଟ ଦେଇପାରିବେ ନାହିଁ। ଆସନ୍ତା ରାଜ୍ୟ ସଭା ନିର୍ବାଚନରେ ତାଙ୍କୁ ଭୋଟ ଦେବାକୁ କୋର୍ଟ ବାରଣ କରିଛନ୍ତି। ବର୍ତ୍ତମାନ ଏସ୍‌ପିଙ୍କ ତୃତୀୟ ପ୍ରାର୍ଥୀ ଜିତିବା ଅଧିକ କଷ୍ଟସାଧ୍ୟ ହୋଇଯିବ। ଏହାପୂର୍ବରୁ କୋର୍ଟ ସୁହେଲଦେବ ସମାଜ ପାର୍ଟିର ବିଧାୟକ ଅବ୍ବାସ ଅନସାରୀଙ୍କୁ ମତଦାନ କରିବାକୁ ଅନୁମତି ଦେଇ ନ ଥିଲେ।

୨୦୨୨ରୁ ଜେଲରେ ଥିବା ଏସ୍‌ପି ବିଧାୟକ ଇରଫାନ ଅନେକ ଅଭିଯୋଗ ମଧ୍ୟରେ ମହାରାଜଗଞ୍ଜ ଜେଲରେ ରହିଛନ୍ତି। ଇରଫାନଙ୍କ ଓକିଲ ମହମ୍ମଦ ଆସିଫ ଖାନ ଏମ୍‌ପି ଏମ୍‌ଏଲେ କୋର୍ଟରେ ଆବେଦନ କରିଥିଲେ ଏବଂ ବିଧାୟକ ଇରଫାନଙ୍କୁ ରାଜ୍ୟ ସଭା ନିର୍ବାଚନରେ ଭୋଟ ଦେବାକୁ ଅନୁମତି ଦେବାକୁ କହିଥିଲେ। ହେଲେ କୋର୍ଟ ଇରଫାନଙ୍କୁ ଆବେଦନକୁ ଖାରଜ କରିଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri