Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକକୁ ପଛରୁ ଧକ୍କା ଦେଲା କାର୍‌, ୪ ମୃତ

ଲକ୍ଷ୍ନୌ,୮।୧୧: ଉତ୍ତର ପ୍ରଦେଶର ଶାମଲି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପାଣିପତ-ଖାତିମା ରାଜପଥର ବୁଟ୍ରାଡା ଫ୍ଲାଏଓଭର ନିକଟରେ ଏକ ଦ୍ରୁତଗାମୀ କାର୍‌ ଠିଆ ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଛି। ଧକ୍କା ଏତେ ଜୋରରେ ଥିଲା ଯେ କାରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ଏବଂ ଏଥିରେ ଥିବା ଚାରି ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଦୁର୍ଘଟଣା ପ୍ରାୟ ରାତି ପ୍ରାୟ ୧ଟା ସମୟରେ ଘଟିଥିଲା। ସ୍ବିଫ୍ଟ କାର (ନମ୍ବର HR-19K-8004) ଚରଖି ଦାଦରୀର ବୋଲି କୁହାଯାଉଛି। ଚାରି ଯୁବକ ମୁଜାଫରନଗର ଅଭିମୁଖେ ଯାଉଥିବା ବେଳେ ଏହି ଘଟଣା ଘଟିଥିବା କୁହାଯାଉଛି।

ଯେତେବେଳେ ସେମାନେ ବୁଟ୍ରାଡା ଫ୍ଲାଏଓଭର ପାଖକୁ ଯାଉଥିଲେ, କାର୍‌ଟି ହଠାତ୍‌ ନିୟନ୍ତ୍ରଣ ହରାଇ ପାର୍କିଂ ହୋଇଥିବା ଟ୍ରକର ପଛପଟେ ଧକ୍କା ଦେଇଥିଲା। ଦୁର୍ଘଟଣାର ଶବ୍ଦ ଏତେ ଜୋରରେ ଥିଲା ଯେ ପାଖରେ ଥିବା ଲୋକମାନେ ଘଟଣାସ୍ଥଳକୁ ଧାଇଁ ଆସିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri