ଆଇଆଇଏଫ୍‌ଏଲ୍‌ ବଣ୍ଡ୍‌ ଉପରେ ୯% ପର୍ଯ୍ୟନ୍ତ ସୁଧ

ଭୁବନେଶ୍ୱର,୧୩।୬: ଦେଶର ପ୍ରମୁଖ ଅଣବ୍ୟାଙ୍କିଙ୍ଗ୍‌ ଫାଇନାନ୍ସିଆଲ କମ୍ପାନୀ ଆଇଆଇଏଫ୍‌ଏଲ୍‌ ଫାଇନାନ୍ସ ସର୍ବୋଚ୍ଚ ସ୍ତରର ସୁରକ୍ଷା ସହିତ ବଣ୍ଡ୍‌ ଇସ୍ୟୁ ଉପରେ ୯% ପର୍ଯ୍ୟନ୍ତ ସୁଧ ପ୍ରଦାନ କରୁଛି। ଏପରିକି ସୁରକ୍ଷିତ ବଣ୍ଡ୍‌ଗୁଡିକର ପବ୍ଲିକ୍‌ ଇସ୍ୟୁ ନିକଟରେ ଖୋଲିଥିବା ବେଳେ ବ୍ୟବସାୟିକ ଅଭିବୃଦ୍ଧି ଓ ପୁଞ୍ଜି ବୃଦ୍ଧି ଉଦ୍ଦେଶ୍ୟ ପାଇଁ ଏହା ୧୫୦୦ କୋଟି ଟଙ୍କା ପର୍ଯ୍ୟନ୍ତ ପାଣ୍ଠି ହାସଲ କରିବ। ଏହି ବଣ୍ଡ୍‌ ଇସ୍ୟୁ ୨୦୨୩ ଜୁନ୍‌ ୨୨ରେ କିମ୍ବା ଚାହିଦା ଉପରେ ଆଧାର କରି ତାହା ପୂର୍ବରୁ ବନ୍ଦ ହେବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଆଇଆଇଏଫ୍‌ଏଲ୍‌ ଫାଇନାନ୍ସର ଗ୍ରୁପ୍‌ ସିଏଫ୍‌ଓ କପିଶ ଜୈନ୍‌ କହିଛନ୍ତି, ଭାରତରେ ଆଇଆଇଏଫ୍‌ଏଲ୍‌ର ୪୦୦୦ରୁ ଅଧିକ ଶାଖାର ଏକ ମଜଭୁତ ଉପସ୍ଥିତି ଏବଂ ବିବିଧ ରିଟେଲ୍‌ ପୋର୍ଟଫୋଲିଓ ମାଧ୍ୟମରେ ଅଣସଂରକ୍ଷିତ ଲୋକଙ୍କର ଋଣ ଆବଶ୍ୟକତାକୁ ପୂରଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri