Posted inଖେଳ

ୟୁପି ଓ୍ବାରିୟର୍ଜର ରୋମାଞ୍ଚକ ବିଜୟ

ମୁମ୍ବାଇ,୫ା୩: ନଭି ମୁମ୍ବାଇସ୍ଥିତ ଡା. ଡି.ଓ୍ବାଇ. ସ୍ପୋଟର୍‌ସ ଏକାଡେମୀରେ ରବିବାର ଖେଳାଯାଇଥିବା ମହିଳା ପ୍ରିମିୟର ଲିଗ୍‌ର ତୃତୀୟ ମ୍ୟାଚରେ ୩ ଉଇକେଟରେ ୟୁପି ଓ୍ବାରିୟର୍ଜ ରୋମାଞ୍ଚକ ବିଜୟ ହାସଲ କରିଛି। ଅନ୍ୟପକ୍ଷେ ଗୁଜରାଟ ଜାଏଣ୍ଟ୍ସ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି।

ଗୁଜରାଟ ଜାଏଣ୍ଟ୍ସ ନିଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୬୯ ରନ୍‌ କରିଥିଲା। ହେଲେ ୟୁପି ବ୍ୟାଟିଂ କରିବାକୁ ଆସି ୧୦୫ ରନ୍‌ରେ ୭ ଉଇକେଟ ହରାଇଥିବା ବେଳେ ଗ୍ରେସ୍‌ ହାରିସ ୨୬ ବଲରେ ୫୯ ରନ୍‌(୭ ଚୌକା, ୩ ଛକା) ଓ ସୋଫି ଏକଲେଷ୍ଟୋନ ୧୨ ବଲରେ ୨୨ ରନ୍‌(୧ ଚୌକା, ୧ ଛକା) ଅସମାପ୍ତ ୮ମ ଉଇକେଟରେ ୨୬ ବଲ୍‌ରୁ ୭୦ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଦଳକୁ ବିଜୟୀ କରାଇଥିଲେ। ଗୁଜରାଟର କିମ୍‌ ଗାର୍ଥ ୫ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri