କାଲି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଜାଣନ୍ତୁ କ’ଣ କରିବେ ଭୋଗ…

ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ବୁଧବାର ଅର୍ଥାତ ଅଗଷ୍ଟ ୩୧ ତାରିଖରେ ଏହା ପଡ଼ୁଛି। କରୋନା କଟକଣା ହଟିଥିବାରୁ ବିଘ୍ନବିନାଶକଙ୍କ ଉପାସନା ଧୁମଧାମରେ କରାଯିବ ବୋଲି କୁହାଯାଉଛି। ତେବେ ଆସନ୍ତୁ ଜାଣିବା ରାଶି ଅନୁସାରେ ଗଣେଶଙ୍କୁ କ’ଣ କରିବେ ଭୋଗ?

-ମେଷ- ଏହି ରାଶିର ବ୍ୟକ୍ତି ବୁନ୍ଦିର ଲଡୁ ଭୋଗ ଲଗାନ୍ତୁ। ଏହା ଫଳରେ ଘରର ଆର୍ଥିକ ସମସ୍ୟା ଦୂର ହେବ।
-ବୃଷ- ମୋଦକ ଭୋଗ କରନ୍ତୁ। ସମସ୍ତ ମନସ୍କାମନା ପୂର୍ଣ୍ଣ ହେବ।
-ମିଥୁନ- ୧୧ରୁ ୨୧ ଦୁବ ଅର୍ପଣ କରନ୍ତୁ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ପାଇବ।
-କର୍କଟ- ବର୍ଫି ଭୋଗ ଲଗାନ୍ତୁ।
-ସିଂହ- ଗୁଡ ଭୋଗ କରନ୍ତୁ।
-କନ୍ୟା- ମୁଗ ଡାଲିର ହାଲୁଆ ଭୋଗ କରନ୍ତୁ।
-ତୁଳା-ବୁନ୍ଦିର ଲଡୁ ଭୋଗ କରନ୍ତୁ।
-ବିଛା- ବୁନ୍ଦି ଏବଂ ବେସନ ଲଡୁ ଭୋଗ କରନ୍ତୁ।
-ଧନୁ-ଗଣେଶଙ୍କୁ ୧୦ ଦିନ ଯାଏ କଦଳୀ ଭୋଗ କରନ୍ତୁ।
-ମକର- ମୋତିଚୁରର ଲଡୁ ଭୋଗ କରନ୍ତୁ।
-କୁମ୍ଭ- ବୁନ୍ଦିର ଲଡୁ ଭୋଗ କରନ୍ତୁ।
-ମୀନ-ବେସନ, ବୁନ୍ଦି ନଚେତ ଯେକୌଣସି ପ୍ରକାରର ଲଡୁ ଭୋଗ କରନ୍ତୁ।

ତେବେ ମନେରଖନ୍ତୁ ଭୋଗରେ ତୁଳସୀ ପତ୍ରର ବ୍ୟବହାର କରନ୍ତୁ। ପୂଜାରେ ବ୍ୟବହାର କରୁଥିବା ଚାଉଳ ଯେପରି ଗୋଟା ରୁହେ ସେଥିପ୍ରତି ଧ୍ୟାନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri