କଲ୍ୟାଣ ମଣ୍ଡପ ନିର୍ମାଣର ଟେଣ୍ଡର ଫିକ୍ସିଂ ଅଭିଯୋଗର ତଦନ୍ତ କରିବେ ଉପଜିଲାପାଳ

କେସିଙ୍ଗା,୨।୬(ଡିଏନଏ): କଳାହାଣ୍ଡି ଜିଲା କେସିଙ୍ଗା ଏନ.ଏ.ସିର ୱାର୍ଡ ନମ୍ବର ୨ରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଗତ ଦୁଇମାସରେ ଶେଷ ହୋଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାକୁ ବିରୋଧ କରି ଏନ.ଏ.ସିର ଦୁଇ ଜଣ କାଉନସିଲର ରୋହିତ ଜୈନ ଓ ଧରଣୀଧର ନାଏକ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତି କରି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ଉପଜିଲାପାଳ କେସିଙ୍ଗା ଗସ୍ତ କରିବେ। ସେଠାରେ ସେ ଟେଣ୍ଡର ପ୍ରକ୍ରିୟାକୁ ତନଖି କରିବେ। ସେହି ସମୟରେ ପରିଷଦ ବର୍ଗର ଅଧ୍ୟକ୍ଷ, ନିର୍ବାହୀ ଅଧିକାରିଣୀ, ଉପାଧ୍ୟକ୍ଷା, ସମସ୍ତ କାଉନସିଲରଙ୍କୁ ଶନିବାର ସକାଳ ସାଢେ ଦଶ ଘଣ୍ଟା ସମୟରେ ଉପସ୍ଥିତ ରହିବା ନେଇ ଉପଜିଲାପାଳ କାର୍ଯ୍ୟାଳୟରୁ ଚିଠି ନମ୍ବର ୪୬୫୨/୩୧.୫ ୨୩ ଅନୁସାରେ ନୋଟିସ ଜାରି ହୋଇଛି।
ଏ ନେଇ ଅଧ୍ୟକ୍ଷ ନୃପରାଜ ଯାଦବଙ୍କୁ ପଚାରିବାରୁ ସେ ଉପଜିଲାପାଳଙ୍କୁ ସ୍ବାଗତ କରୁଛନ୍ତି ବୋଲି କହିଛନ୍ତି। ଗତ ଦୁଇ ମାସ ତଳର ଟେଣ୍ଡର ପ୍ରକ୍ରିୟାକୁ ସେ ତଦନ୍ତ କରନ୍ତୁ। ଟେଣ୍ଡର କମିଟିର ୫ଜଣିଆ ସଦସ୍ୟଙ୍କ ଉପସ୍ଥିତରେ ଟେଣ୍ଡର କାର୍ଯ୍ୟ ଠିକ୍‌ ଠାକ୍‌ ହୋଇଛି କି ନାହିଁ ତାହାକୁ ତଦନ୍ତ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri