Posted inଖେଳ

୩ୟ ଟି୨୦: ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଓ୍ବେଷ୍ଟଇଣ୍ଡିଜ, ଯଶସ୍ଵୀ କଲେ ଡେବ୍ୟୁ

ଗୁଏନା,୮। ୮: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟି୨୦ ମୁକାବିଲାର ୩ୟ ମ୍ୟାଚ ମଙ୍ଗଳବାର ଖେଳା ଯାଉଛି। ମ୍ୟାଚ ରେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ରୋଭମାନ ପାଭେଲ୍ ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି।

ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଆହତ ଜେସନ୍ ହୋଲ୍ଡରଙ୍କ ସ୍ଥାନରେ ରୋଷ୍ଟନ୍ ଚେଜଙ୍କୁ ସୁଯୋଗ ମିଳିଛି। ସେହିଭଳି ଭାରତୀୟ ଟିମରେ ଈଶାନ୍ କିଶନ ଏବଂ ରବି ବିଶ୍ନୋଇଙ୍କ ସ୍ଥାନରେ ଯଶସ୍ଵୀ ଜାୟଶଓ୍ବାଲ ଏବଂ କୂଳ ଦୀପ ଯାଦବଙ୍କୁ ସୁଯୋଗ ମିଳିଛି। ଯଶସ୍ଵୀଙ୍କ ଏହା ପ୍ରଥମ ଡେବ୍ୟୁ ମ୍ୟାଚ।


Enter your email to get our daily news in your inbox.

All Right Reserved By Dharitri.Com

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

ବିଶ୍ୱ ଚାମ୍ପିୟନ ଟିମ ପାଇଁ ଭଣ୍ଡାର ଖୋଲିଦେଲା BCCI: ଏତିକି କୋଟି ଟଙ୍କାର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୭।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍‌, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ

ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri