Posted inଜାତୀୟ

ଉପହାର ଫାୟାର ଟ୍ରାଜେଡି ମାମଲା: ସୁଶୀଲ-ଗୋପାଳଙ୍କୁ ୭ ବର୍ଷ ଜେଲ

ନୂଆଦିଲ୍ଲୀ,୮ ।୧୧: ଉପହାର ସିନେମା ଅଗ୍ନିକାଣ୍ଡ ମାମଲାରେ ଦିଲ୍ଲୀର ପଟିୟାଲା ହାଉସ କୋର୍ଟ ତଥ୍ୟକୁ ନେଇ ସାକ୍ଷୀଙ୍କୁ ଏପଟ ସେପଟ କରିବା ମାମଲାରେ ସୁଶୀଲ ଅଂସଲ ଓ ଗୋପଳ ଅଂସଲଙ୍କୁ ୭ ବର୍ଷ ଲେଖାଏଁ ସଜା ଶୁଣାଇଛନ୍ତି । ୧୯୯୭ରେ ଉପହାର ସିନେମା ଅଗ୍ନିକାଣ୍ଡରେ ୫୯ ଲୋକଙ୍କ ମୃତ୍ୟୁ ହୋଇଥିଲା । କୋର୍ଟ ସୁଶୀଲ ଓ ଗୋପାଳ ଅଂସଲଙ୍କ ଉପରେ ୨,୨୫ କୋଟି ଟଙ୍କାର ଜରିମାନା ବି କରିଛନ୍ତି । ଉପହାର ଟ୍ରାଜେଡି ଭିକ୍ଟିମ୍ସ ଆସୋସିଏଶନ(ଏବିୟୁଟି) ଅଗ୍ନିକାଣ୍ଡ ମାମଲାରେ ସାକ୍ଷୀଙ୍କ ସହ ଏପଟ ସେପଟ କରିବା ମାମଲାରେ ରିୟଲ ଇଷ୍ଟେଟ ବିଜନେସମ୍ୟାନ୍ ସୁଶୀଲ ଓ ଗୋପାଳ ଅଂସଲଙ୍କୁ ଆଜୀବନ ଜେଲ ଦଣ୍ଡ ପାଇଁ ଦାବି କରିଥିଲା । କୋର୍ଟ ଏହି ମାମଲାରେ ୮ ଅକ୍ଟୋବରରେ ଅଂସଲ ବନ୍ଧୁ, କୋର୍ଟର ଜଣେ ପୂର୍ବତନ କର୍ମଚାରୀ ଦିନେଶ ଚନ୍ଦ୍ର ଶର୍ମାଓ ପିପି ବତ୍ରା ତଥା ଅନୁପ ସିଂଙ୍କୁ ଦୋଷୀ ପ୍ରମାଣିତ କରିଥିଲେ । ଅନ୍ୟ ୨ ଅଭିଯୁକ୍ତ ହରସ୍ୱରୂପ ପାୱାର ଓ ଧର୍ମବୀର ମାଲହୋତ୍ରାଙ୍କର ଶୁଣାଣି ସମୟରେ ମୃତ୍ୟୁ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri