‘ଲକ୍ଷ୍ମୀ’ ବସରେ ଆରମ୍ଭ ହେଲା ‘ୟୁପିଆଇ କ୍ୟୁଆର କୋଡ’ ବ୍ୟବସ୍ଥା

ଭୁବନେଶ୍ୱର,୧୩ା୧୨: ରାଜ୍ୟରେ ‘ଲକ୍ଷ୍ମୀ’ ବସରେ ଯାତାୟତ ବେଳେ କ୍ୟାସଲେସ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ପକ୍ଷରୁ ‘ୟୁପିଆଇ କ୍ୟୁଆର କୋଡ’ର ଶୁଭାରମ୍ଭ କରାଯାଇଛି । ଏହାଦ୍ୱାରା ଯାତ୍ରୀମାନେ ସୁବିଧାରେ କ୍ୟୁଆର କୋଡ ସ୍କାନ କରି ଟଙ୍କା ଦେଇପାରିବେ।

ଏହି ବ୍ୟବସ୍ଥାର ଶୁଭାରମ୍ଭ କରି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ଡିଜିଟାଲ ପେମେଣ୍ଟକୁ ଗୁରୁତ୍ୱ ଦିଆଯାଇଥିବାରୁ ଏହାର ଭୂୟସୀ ପ୍ରଶଂସା କରିଛନ୍ତି ଏବଂ ଓଏସ୍‌ଆରଟିସିର ଏହି ପଦକ୍ଷେପକୁ ମଧ୍ୟ ସାଧୁବାଦ ଜଣାଇଛନ୍ତି। ଓଏସଆରଟିସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଦିପ୍ତେଶ ପଟ୍ଟନାୟକ କହିଛନ୍ତି, ‘ଏହା ବୈଷୟିକ ପ୍ରଗତିକୁ ସୂଚାଉଛି ଏବଂ କ୍ୟୁଆର କୋଡର ଶୁଭାରମ୍ଭ ସାର୍ବଜନୀନ ପରିବହନ ସେବା ପ୍ରତି ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।

ପରିବହନ କମିଶନର ଅମିତାଭ ଠାକୁର ଏହି ଅଭିନବ ପ୍ରୟାସ ଉପରେ ଗୁରୁତ୍ୱାରୋପ କରି କହିଛନ୍ତି, ‘ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଏବଂ ଏଚଡିଏଫସି ମଧ୍ୟରେ ଭାଗିଦାରିତା ଏହି ପେମେଣ୍ଟ ପଦ୍ଧତିକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri