ବଦଳିଯିବ UPI ନିୟମ, ଏହି ପରିବର୍ତନ ନ କଲେ ବନ୍ଦ ହୋଇଯିବ ସର୍ଭିସ

ନୂଆଦିଲ୍ଲୀ,୩୧।୧: ଭାରତରେ ଅନେକ ଲୋକ Paytm, PhonePe ଏବଂ Google Pay ସାହାଯ୍ୟରେ UPI ବ୍ୟବହାର କରିଥାନ୍ତି। ଫେବୃଆରୀ ୧ ରୁ UPI(ୟୂନିଫଏଡ ପେମେଣ୍ଟ ସିଷ୍ଟମ) ନିୟମ ପରିବର୍ତ୍ତନ ହେବାକୁ ଯାଉଛି।

ନ୍ୟାଶନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ(NPCI) ଏ ସଂକ୍ରାନ୍ତରେ ଏକ ବିଜ୍ଞପ୍ତି ଜାରି କରିସାରିଛି। ଏଥିରେ ବଦଳିବାକୁ ଯାଉଥିବା ଅନିୟମ ବିଷୟରେ କୁହାଯାଇଛି।

NPCI କହିଛି ଯେ, ଏହି ପରିବର୍ତ୍ତନ କିଛି UPI ୟୁଜର୍ସଙ୍କ ଉପରେ ପ୍ରଭାବ ପକାଇବ। ଏନପିସିଆଇ UPI ଟ୍ରାନଜାକ୍ସନ ଆଇଡି କରିବାର ପ୍ରକ୍ରିୟାକୁ ଷ୍ଟାଣ୍ଡାଡାଇଜ କରିବାକୁ ଘୋଷଣା କରିଛି।

NPCI କହିଛି ଯେ, ଯେଉଁ ୟୁଜର ମାନଙ୍କ UPI ଆଇଡିରେ ସ୍ପେଶାଲ ଅକ୍ଷର ରହିଛି, ସେମାନଙ୍କ ପେମେଣ୍ଟ ସ୍ୱୀକାର କରାଯିବ ନାହିଁ।

NPCI ଦ୍ୱାରା ଶେୟାର କରାଯାଇଥିବା ସୂଚନା ଅନୁଯାୟୀ ୟୁଜର୍ସ କେବଳ ଆଲଫାନ୍ୟୁମରିକ ସଂଖ୍ୟା ମାଧ୍ୟମରେ ପ୍ରସ୍ତୁତ ହୋଇଥିବା ID ରୁ ଟ୍ରାନଜାକ୍ସନ କରିପାରିବେ। ଯେଉଁମାନେ ଆଲଫାନ୍ୟୁମରିକ ଅକ୍ଷର ବ୍ୟବହାର କରୁ ନ ଥିବେ, ସେମାନଙ୍କର ID ବ୍ଲକ୍ ହୋଇଯିବ।

NPCIର ନୂଆ ଗାଇଡଲାଇନ ଅନୁଯାୟୀ ୧ ଫେବୃଆରୀ ୨୦୨୫ ରୁ ଲାଗି ହେବ। ଏନପିସିଆଇ UPI ଅପରେଟରଙ୍କୁ ସ୍ପଷ୍ଟ କରିଦେଇଛି କି ସେମାନେ UPI ଟ୍ରାନଜାକ୍ସନ ପାଇଁ ଆଲଫାନ୍ୟୁମରିକ ଅକ୍ଷର ବ୍ୟବହାର କରିବେ।

ଆଲଫାନ୍ୟୁମରିକ ଅକ୍ଷର ବ୍ୟବହାର ନ କଲେ ସିଷ୍ଟମ କୌଣସି UPI ଟ୍ରାନଜାକ୍ସନକୁ ଅନୁମତି ଦେବ ନାହିଁ। ଏହି ନିୟମକୁ ପାଳନ କରିବାର ଦାୟିତ୍ୱ ପେମେଣ୍ଟ ଆପ୍ ଉପରେ ରହିବ।

ପୂର୍ବରୁ ମଧ୍ୟ NPCI ପକ୍ଷରୁ UPI ଟ୍ରାନଜାକ୍ସନ ID ପାଇଁ ସ୍ପେଶାଲ ଅକ୍ଷର ବଦଳରେ ଆଲଫାନ୍ୟୁମରିକ ଅକ୍ଷର ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି।

ତେବେ UPI ଏହି ନିୟମ ସାଧାରଣ ଲୋକଙ୍କ ପାଇଁ ନୁହେଁ, ଏହା UPI ସର୍ଭିସ ଯୋଗାଉଥିବା ଆପ୍ ବା ଫାର୍ମ ଗୁଡିକ ପାଇଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri