ଘଣ୍ଟାଏ ହେଲା ଚାଲୁନି ଗୁଗଲ ପେ, ଫୋନ ପେ

ନୂଆଦିଲ୍ଲୀ,୯।୧: ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲା ଗୁଗଲ ପେ, ଫୋନ ପେ, ପେଟିଏମ୍‌ ଭଳି ବିଭିନ୍ନ ୟୁପିଆଇ ଆପ୍ଲିକେଶନରେ ଅନଲାଇନ ପେମେଣ୍ଟ ହୋଇପାରୁ ନାହିଁ। ଏଥିଯୋଗୁ ବହୁ ସଂଖ୍ୟାରେ ୟୁପିଆଇ ୟୁଜର୍ସ ପେମେଣ୍ଟ ହେଉ ନ ଥିବା ଏବଂ ସର୍ଭର ଡାଉନ ଥିବା ରିପୋର୍ଟ କରୁଛନ୍ତି।

ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ ଅଫ୍‌ ଇଣ୍ଡିଆ (ଏନ୍‌ପିସିଆଇ)ର ପେମେଣ୍ଟ ବ୍ୟବସ୍ଥା ୟୁପିଆଇ (ୟୁନିଫାଇଡ୍‌ ପେମେଣ୍ଟ ଇଣ୍ଟରଫେସ) ରବିବାର ସନ୍ଧ୍ୟାରେ କିଛି ଘଣ୍ଟା ହେଲା ଡାଉନ ହୋଇଯାଇଛି। ଫଳରେ ଡିଜିଟାଲ ଓ୍ବାଲଟ୍‌ ଓ ଅନଲାଇନ ପେମେଣ୍ଟ ହୋଇପାରୁ ନାହିଁ। ଏନ୍‌ପିସିଆଇ ପକ୍ଷରୁ ଏ ନେଇ ସ୍ପଷ୍ଟ କରାଯାଇଛି।

“ୟୁଜର୍ସଙ୍କ ଅସୁବିଧା ପାଇଁ ଆମେ ଦୁଃଖିତ। ଟେକନିକାଲ ସମସ୍ୟା ଯୋଗୁ ୟୁପିଆଇ ପେମେଣ୍ଟ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ସମସ୍ୟାକୁ ଦୂର କରିବା ପାଇଁ ପ୍ରୟାସ ଚାଲିଛି” ବୋଲି ଏନ୍‌ପିସିଆଇ ଟୁଇଟ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri