ୟୁପିଆଇରେ ୧୦୦୦କୋଟି ଟ୍ରାଞ୍ଜାକ୍ସନ

ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ୟୁନିଫାଏଡ ପେମେଣ୍ଟ ସିଷ୍ଟମ (ୟୁପିଆଇ) ମାଧ୍ୟମରେ ଟ୍ରାଞ୍ଜାକ୍ସନ ୧୦୦୦କୋଟି ଅତିକ୍ରମ କରିଛି। ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଆଇ) ଏହି ପରିପ୍ରେକ୍ଷୀରେ ସର୍ବଶେଷ ତଥ୍ୟ ପ୍ରକାଶ କରିଛି। ଏନପିଏସଆଇ ହେଉଛି ଭାରତର ସମସ୍ତ ଖୁଚୁରା ଦେୟ ପ୍ରଣାଳୀର ମୁଖ୍ୟ ସଂସ୍ଥା। ଅନଲାଇନ ଦ୍ୱାରା ମୋବାଇଲ ଫୋନ ମାଧ୍ୟମରେ ତୁରନ୍ତ ଟଙ୍କା କାରବାର ପାଇଁ ୟୁପିଆଇ ବ୍ୟବହୃତ ହୁଏ ।

ଏନପିସିଆଇ ଅନୁଯାୟୀ, ୟୁପିଆଇ ଦ୍ୱାରା ୧୦୦୦କୋଟିରୁ ଅଧିକ ଟ୍ରାଜ୍ଞାକ୍ସନ ହେବା ଦ୍ୱାରା ରେକର୍ଡ ସୃଷ୍ଟି ହୋେଇଛି। ଅଗଷ୍ଟ 30 ରେ ୟୁପିଆଇ କାରବାର ୧୦.୨୪କୋଟିରେ ପହଞ୍ଚିଛି। ଜୁଲାଇରେ ୟୁପିଆଇ କାରବାର ୯.୯୬କୋଟିରେ ପହଞ୍ଚିଥିଲା।ଜୁନ ମାସରେ ଏହା ୯.୩୩କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri