ବରଗଡ଼ରେ ହଇଚଇ: ସିଭିଲ କୋର୍ଟକୁ ପୁଣି ବୋମା ଧମକ

ବରଗଡ,୨।୩(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ସୋମବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି। ଏହା ଜଣାପଡିବା ବିଭାଗୀୟ ବିଚାରପତି, କର୍ମଚାରୀ ଏବଂ ଓକିଲମାନେ କୋର୍ଟ ବାହାରକୁ ଆସିଥିବାବେଳେ ପୋଲିସ ତନାଘନା ଚଲାଇଛି। ପ୍ରକାଶ ଥାଉକି, ଗତମାସ ୬ତାରିଖ ମଧ୍ୟ ଏହି କୋର୍ଟକୁ ଏଭଳି ବୋମା ଧମକ ଆସିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ…

ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ…

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ଟାର୍ଗେଟ୍‌ରେ ଖାନ ସାର୍‌: କୋଚିଂ ସେଣ୍ଟର ଉଡ଼ାଇ ଦେବାକୁ ଧମକ

ପାଟନା,୩।୬: ବିହାରର ପାଟନାରେ ଖାନ ସାରଙ୍କ କୋଚିଂ ସେଣ୍ଟର ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସାରା ବିହାରରେ ଆତଙ୍କ ସୃଷ୍ଟି କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ଜଣ ଜିଅନ୍ତା ଜଳିଗଲେ,ବଢ଼ିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା…

ମନ୍ତ୍ରୀଙ୍କ ବଡ଼ ସୂଚନା: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି

ଭୁବନେଶ୍ୱର, ୩।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri