Posted inଜାତୀୟ

ବାଚସ୍ପତି ପଦ ସମ୍ଭାଳିବା ପରେ ପରେ ଜରୁରୀକାଳୀନ ସ୍ଥିତି -ଇନ୍ଦିରା ଗାନ୍ଧୀଙ୍କ କଥା ଉଠାଇଲେ ବିର୍ଲା, ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦ ସମ୍ଭାଳିବା ପରେ ଓମ୍‌ ବିର୍ଲା ଜରୁରୀକାଳୀନ ପରିସ୍ଥିତି ଏବଂ ଇନ୍ଦିରା ଗାନ୍ଧୀଙ୍କୁ ନେଇ ବୟାନ ଦେଇଥିଲେ। ଏହାକୁ ନେଇ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି। ବିଶେଷକରି ବିରୋଧୀ ଦଳର ଏମ୍‌ପିମାନେ ଏହାକୁ ଦୃଢ଼ ପ୍ରତିବାଦ କରିଛନ୍ତି।
ଜରୁରୀକାଳୀନ ପରିସ୍ଥିତିରେ ନାଗରିକମାନଙ୍କର ଅଧିକାର କ୍ଷୁର୍ଣ୍ଣ ହୋଇଥିଲା। ୧୯୭୫ରେ ଦେଶରେ ଜରୁରୀକାଳୀନ ସ୍ଥିତିକୁ ଲଗାଇ ଦିଆଯାଇଥିଲା। ଏହା ଭାରତୀୟ ଗଣତନ୍ତ୍ରରେ ଏକ କଳା ଅଧ୍ୟାୟ। ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜରୁରୀକାଳୀନ ସ୍ଥିତି ଲଗାଇ ସମ୍ବିଧାନ ଉପରେ ଆକ୍ରମଣ କରିଥିଲେ ବୋଲି କହି ଏହାକୁ ବାଚସ୍ପତି ନିନ୍ଦା କରିଥିଲେ।

ଏହାକୁ ନେଇ ଗୃହରେ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳ ସଦସ୍ୟମାନେ ଜୋରଦାର ହଙ୍ଗାମା କରିବା ସହ ସ୍ଲୋଗାନ ଦେଇଥିଲେ। ଏହି ଅବସରରେ ବାଚସ୍ପତି ଜରୁରୀକାଳୀନ ସ୍ଥିତି ଉପରେ ଏକ ପ୍ରସ୍ତାବ ପଢ଼ି ଉକ୍ତ ସମୟରେ ମୃତ୍ୟୁବରଣ କରିଥିବା ନାଗରିକଙ୍କ ସ୍ମୃତିରେ ନିରବ ପ୍ରାର୍ଥନା କରିବାକୁ କହିଥିଲେ। ପରେ ଶାସକ ଦଳ ସଦସ୍ୟ କିଛି ସମୟ ନିରବ ରହିଥିଲେ ହେଁ ବିରୋଧୀ ନେତାମାନେ ସ୍ଲୋଗାନ ଦେବା ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri