ସରକାରୀ ଜମିରୁ ଗଛକଟାକୁ ନେଇ ଉତ୍ତେଜନା

ବାହାନଗା, ୨୩ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଉଡୁଶାଳ ପଞ୍ଚାୟତ ଥାଲସଡା ଗ୍ରାମରେ ଥିବା ଏକ ସରକାରୀ ଜମିରେ ଗ୍ରାମବାସୀ ଲଗାଇଥିବା ଗଛକୁ ବେଆଇନ ଭାବେ କଟାଯାଇଥିବାରୁ ଉତ୍ତେଜନା ଦେଖାଦେଇଛି। ଏ ନେଇ ଆରଆଇଙ୍କ ନିକଟରେ ଅଭିଯୋଗ ହୋଇଛି।
ଥାଲସଡା ଗ୍ରାମର ଖାତା ନମ୍ବର ୩୪୪ର ପ୍ଲଟ ନମ୍ବର ୧୮୭୦, ୧୮୭୧, ୧୮୬୯ ଓ ୧୮୩୪ରେ ୧୯୮୬ ମସିହରେ ଗ୍ରାମବାସୀ ଗଛ ଲଗାଇଥିଲେ ା ତେବେ ସେହି ସ୍ଥାନରେ ଥିବା ଗଛଗୁଡିକ ମଧ୍ୟରୁ ୫ଟି ଗଛକୁ ଆରଆଇଙ୍କ ନିକଟରୁ ଅନୁମତି ନ ନେଇ ବେଆଇନ୍‌ ଭାବେ କାଟି ଦିଆଯାଇଛି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri