Posted inଜାତୀୟ

ସିଭିଲ ସର୍ଭିସ ପରୀକ୍ଷାରେ ଉର୍ତ୍ତିର୍ଣ୍ଣ ହୋଇଥିବାରୁ ପରିବାର ସହ ମନ୍ଦିରରେ ଭାଙ୍ଗଡା କଲେ ଗାମିନୀ ସିଂଘଲ

ବିଲାସପୁର,୩୧ ।୫: ୟୁପିଏସସି ପକ୍ଷରୁ ସୋମବାର ସିଭିଲ ସିର୍ଭିସ ପରୀକ୍ଷାର ଫାଇନାଲ ରିଜଷ୍ଟ ଜାରି କରାଯାଇଛି । ହିମାଳଚ ପ୍ରଦେଶ ବିଳାସପୁର ଜିଲାର ନୈନା ଦେବୀ ଉପମଣ୍ଡଳର ଝିଅ ଗାମିନି ସିଂଘଲଙ୍କୁ ଅଲ ଇଣ୍ଡିଆ ସିଭିଲ ସର୍ଭିସରେ ସାରା ଦେଶରେ ତୃତୀୟ ସ୍ଥାନ ମିଳିଛି । ଗାମିନୀଙ୍କ ସଫଳତାକୁ ନେଇ କେବଳ ପରିବାର ନୁହେଁ ବରଂ ସମ୍ପୂର୍ଣ୍ଣ ନୈନା ଦେବୀ ଉପମଣ୍ଡଳ ଖୁସି ହୋଇଯାଇଛନ୍ତି ।

ଗାମିନୀଙ୍କ ମାତା ନିରଜା ସିଂଘଲ ଓ ପିତା ଆଲୋକ ସିଂଘଲ ଉଭୟ ପେଶାରେ ଡାକ୍ତର । ତେବେ ଝିଅର ସଫଳତାରେ ପୂରା ପରିବାର ଖୁସି ହେବା ସହ ବିଶ୍ୱ ବିଖ୍ୟାତ ଶକ୍ତିପୀଠ ଶ୍ରୀ ନୈନା ଦେବୀଙ୍କ ମନ୍ଦିରରେ ପହଞ୍ଚିଥିଲେ । ମନ୍ଦିର ପରିସରରେ ଢୋଲର ତାଳେ ତାଳେ ପରିବାରର ସମସ୍ତ ସଦସ୍ୟ ନାଚିବାକୁ ଲାଗିଥିଲେ ଓ ମାଆଙ୍କ ଆଶୀର୍ବାଦ ନେଇଥିଲେ । ଏହାପରେ ଖରବଦାତାଙ୍କୁ ଦେଇଥିବା ସାକ୍ଷାତ୍‌କାରରେ ଗାମିନୀ କହିଥିଲେ ମାତା ଦେବୀ ଯେବେ ଦିଅନ୍ତି ଛପର ଫାଡି ଦିଅନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri