Posted inଜାତୀୟ

ପରୀକ୍ଷାର ଦିନକ ପୂର୍ବରୁ ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୯।୧୦: ୟୁପିଏସ୍‌ସି ପ୍ରିଲିମ୍‌ ୨୦୨୧ ପରୀକ୍ଷା ରବିବାର ଅନୁଷ୍ଠିତ ହେବାକୁ ଥିବାବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ରୀୟ ଦିଲ୍ଲୀର ରାଜେନ୍ଦ୍ର ନଗରରେ ଜଣେ ୨୫ ବର୍ଷୀୟ ୟୁପିଏସ୍‌ସି ଆଶାୟୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଭାଦୋହି ଅଞ୍ଚଳର ଆକାଂକ୍ଷା ମିଶ୍ରା ୨୦୨୧ ଜୁନ୍‌ରୁ ଦିଲ୍ଲୀରେ ରହି ପରୀକ୍ଷା ପାଇଁ ପ୍ରସ୍ତୁତି ଚଳାଇଥିଲେ। ଅକ୍ଟୋବର ୨ରୁ ସେ ପୁରୁଣା ରାଜେନ୍ଦ୍ର ନଗରର ଏକ ଭଡ଼ାଘରେ ରହୁଥିଲେ। ଶୁକ୍ରବାର ରାତିରେ ତାଙ୍କ ମୃତଦେହ ସିଲିଂ ଫ୍ୟାନ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ହେଲେ ଘଟଣାସ୍ଥଳରୁ କୌଣସି ସୁଇସାଇଡ୍‌ ନୋଟ ଜବତ ହୋଇ ନ ଥିବା ସେଣ୍ଟ୍ରାଲ ଦିଲ୍ଲୀ ଡିସିପି ଶ୍ୱେତା ଚୌହାନ କହିଛନ୍ତି। ଘରର କବାଟ ଭିତର ପଟୁ ବନ୍ଦ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri