ୟୁପିଏସ୍‌ସି ପରାକ୍ଷାଫଳ ପ୍ରକାଶ, ଈଶିତା କିଶୋର ଟପ୍ପର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍‌ସି)ପକ୍ଷରୁ ୨୦୨୨ ସିଭିଲ ସର୍ଭିସ ପରାକ୍ଷାଫଳ ଘୋଷଣା କରାଯାଇଛି। ପରୀକ୍ଷାରେ ପୁଣି ଥରେ ପୁଅଙ୍କଠାରୁ ଝିଅ ଆଗରେ ରହିଛନ୍ତି। ତେବେ ପରୀକ୍ଷା ଦେଇଥିବା ପରୀକ୍ଷାର୍ଥୀମାନେ ସେମାନଙ୍କର ଫଳାଫଳକୁ ଅଫିସିଆଲ ୱେବସାଇଟ upsc.gov.in ରେ ଯାଞ୍ଚ କରିପାରିବେ। ଈଶିତା କିଶୋର ସିଭିଲ ସର୍ଭିସ ପରୀକ୍ଷାରେ ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି।

ସେହିପରି ଓଡ଼ିଶାରୁ ୩୮ତମ ସ୍ଥାନରେ ଅନୁପ ଦାସ, ୪୨ତମ ସ୍ଥାନରେ ପ୍ରଣିତା ଦାସ, ୬୬ସ୍ଥାନରେ କ୍ରିତିକା ମିଶ୍ର, ୬୭ ସ୍ଥାନରେ କସ୍ତୁରୀ ପଣ୍ଡା, ୭୩ ସ୍ଥାନରେ ପଲ୍ଲବୀ ମିଶ୍ର, ୯୭ ସ୍ଥାନରେ ପ୍ରଶାନ୍ତ ରାଜ, ୧୦୬ ସ୍ଥାନରେ ସିଦ୍ଧାର୍ଥ ମିଶ୍ର , ୧୩୬ ସ୍ଥାନରେ ସୌମ୍ୟରଞ୍ଜନ ଦାସ, ୧୪୦ସ୍ଥାନରେ ସୋନାଲି ମିଶ୍ର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri