ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ: ଟପ୍‌ ଟେନ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୪।୮(ବ୍ୟୁରୋ): ୟୁପିଏସ୍‌ସି (ୟୁନିୟନ ପବ୍ଲିକ ସର୍ଭିସ କମିଶନ) ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତ ବର୍ଷ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଦୀପ ସିଂ ଟପ୍ପର ହୋଇଛନ୍ତି। ଏହା ସହ ଟପ୍‌ ଟେନ୍‌ ଲିଷ୍ଟରେ ଓଡ଼ିଶାର ୨ ଜଣ ଅଛନ୍ତି। ଓଡ଼ିଶାର ଅଭିଷେକ୍‌ ସରାଫ ଅଷ୍ଟମ ସ୍ଥାନରେ ଥିବାବେଳେ ରାଉରକେଲାର ଝିଅ ସଞ୍ଜିତା ମହାପାତ୍ରଙ୍କୁ ମିଳିଛି ଦଶମ ର଼୍ୟାଙ୍କ। ସେମାନଙ୍କ ସହ ଏଥର ବହୁ ଓଡ଼ିଆ ଝିଅ, ପୁଅ ଏଥିରେ ବାଜିମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?