ୟୁପିଏସ୍‌ସିର ନୂଆ ନିଯୁକ୍ତି: ୧୦ମ ପାସ୍‌ କରିଥିଲେ କରିପାରିବେ ଆବେଦନ, ମାସକୁ ମିଳିବ ୬୦ହଜାର

ନୂଆଦିଲ୍ଲୀ,୨୫।୧: କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି ) ନୂତନ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି । ୟୁପିଏସ୍‌ସିର ଏହି ବିଜ୍ଞପ୍ତିରେ ଡ୍ରାଇଭର ପଦ ପାଇଁ ରହିଛି। ଷ୍ଟାଫ କାର୍‌ ଡ୍ରାଇଭର (ଅଡିନାରୀ ଗ୍ରେଡ) ଜେନେରାଲ ସେଣ୍ଟ୍ରାଲ ସର୍ଭିସ, ଗ୍ରୁପ-ବି, ଅଣ-ଗେଜେଟେଡ, ନନ୍‌-ମିନିଷ୍ଟ୍ରିୟଲ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଛି। ତେବେ ଚୟନ ପ୍ରାର୍ଥୀମାନଙ୍କୁ ୧୯,୯୦୦ରୁ ୬୩,୨୦୦ ଟଙ୍କା ପ୍ରତି ମାସରେ ମିଳିବ।

ୟୁପିଏସ୍‌ସି ନିଯୁକ୍ତି ୨୦୨୪ ପାଇଁ ଆବେଦନ କରିବାକୁ ଚାହୁଁଥିବା ପ୍ରାର୍ଥୀମାନେ ୫୬ ବର୍ଷରୁ କମ୍‌ ହୋଇନଥିବେ। ମନୋନୀତ ପ୍ରାର୍ଥୀଙ୍କୁ ୩ ବର୍ଷ ପାଇଁ ନିଯୁକ୍ତ କରାଯିବ। ବିଜ୍ଞପ୍ତିକୁ ଆଧାର କରି ପ୍ରାର୍ଥୀ ନିଶ୍ଚିତ ଭାବରେ ଏକ ସ୍ବୀକୃତିପ୍ରାପ୍ତ ବୋର୍ଡରୁ ଦଶମ ଶ୍ରେଣୀ ପାସ୍‌ କରିଥିବେ। ଏକ ବୈଧ ଲାଇସେନ୍ସ ମଧ୍ୟ ରହିବା ଜରୁରୀ । ମୋଟର ମେକାନିଜିମ ଜାଣିଥିବା ସହ ମୋଟର କାର୍‌ ଚଳାଇବାରେ ଅତି କମ୍‌ରେ ତିନି ବର୍ଷର ଅଭିଜ୍ଞତା ରହିଥିବ।


Enter your email to get our daily news in your inbox.

All Right Reserved By Dharitri.Com

୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ଓଡ଼ିଶା ପୋଲିସରେ ଡ୍ରାଇଭର ନିଯୁକ୍ତି: ୧୦ମ ପାସ୍‌ କରିଥିଲେ ଶୀଘ୍ର କରନ୍ତୁ ଆବେଦନ, ଦରମା…

ଭୁବନେଶ୍ୱର,୬।୧୦: ସରକାରୀ ଚାକିରି କରିବାକୁ ଇଚ୍ଛୁକ ଆଶାୟୀଙ୍କ ପାଇଁ ଆସିଛି ଖୁସି ଖବର । ଓଡ଼ିଶା ପୋଲିସ ପକ୍ଷରୁ ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ...

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା...

ଅଙ୍ଗନଓ୍ବାଡି କର୍ମୀ ପାଇଁ ବାହାରିଲା ନିଯୁକ୍ତି, ୧୦ମ ପାସ୍‌ କରିଥିଲେ…

ଖୁସି ଖବର। ଅଙ୍ଗନଓ୍ବାଡିରେ ବାହାରିଲା ନିଯୁକ୍ତି। ଆଶାୟୀ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାବେ। ସବୁ ଗାଁରେ ବର୍ତ୍ତମାନ ଅଙ୍ଗନବାଡ଼ି ଚାଲିଛି । ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଗର୍ଭଧାରଣ...

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri